ବୀରମହାରାଜପୁର, ୨୫/୩: ଦେଶ ସ୍ବାଧୀନତା ପ୍ରାପ୍ତିକୁ ସାତ ଦଶନ୍ଧି ବିତିଯାଇଛି। କିନ୍ତୁ ଆମ ସମାଜରୁ କୁସଂସ୍କାର ଯାଇନାହିଁ। ବାପାଙ୍କ ମୃତ୍ୟୁ ପରେ ଶବକୁ ଅନ୍ତିମ ସଂସ୍କାର କରିବା ପାଇଁ ଗ୍ରାମବାସୀଙ୍କୁ ପୁଅ ୨୦ ହଜାର ଟଙ୍କା ମାଗିଛି, ଯେଉଁ ଟଙ୍କାରେ ସେ