Indus Valley Times

Tag "bomb attack"

ଖାଇବା ବେଳେ ବଚସା, ବରମୁଣ୍ଡା ବସ୍ ଷ୍ଟାଣ୍ଡରେ ବୋମାମାଡ଼

ଭୁବନେଶ୍ୱର,୬/୨: ରାଜଧାନୀର ନୂଆ ବରମୁଣ୍ଡା ବସ୍ଷ୍ଟାଣ୍ଡରେ ବୋମାମାଡ ହୋଇଛି। ଖାଇବାକୁ ନେଇ ଝଗଡା ହେବାରୁ ଏକ ହୋଟେଲ କର୍ମଚାରୀଙ୍କ ଉପରକୁ ଏହି ବୋମାମାଡ ହୋଇଥିବା ଜଣାପଡିଛି। ଏହି ଘଟଣାରେ ୩ ଜଣ ଆହତ ହୋଇଛନ୍ତି। ସେମାନଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

Read Full Article

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031