ଭୁବନେଶ୍ୱର,୩୧/୧୦: ରାଜଧାନୀ ଭୁବନେଶ୍ୱରରେ ଏକ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବ୍ରାଉନସୁଗାର ଜବତ ହୋଇଥିବାର ଖବର ମିଳିଛି। ଯାହାର ଆନୁମାନିକ ମୂଲ୍ୟ ଏକ କୋଟି ଟଙ୍କାରୁ ଅଧିକ ହେବ ବୋଲି କୁହାଯାଉଛି। ଏହି ମାମଲାରେ ଏସଟିଏଫ୍ ଜଣେ ଅଭିଯୁକ୍ତକୁ ଗିରଫ କରିଛି