ସମ୍ବଲପୁର, ୮/୯ : ଚାଷୀଙ୍କୁ ରାଜ୍ୟ ସରକାରଙ୍କ ନୂଆଁଖାଇ ଭେଟି। ଆସିଲା ସିଏମ୍ କିଷାନ୍। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ସମ୍ବଲପୁରରେ ଏହି ଯୋଜନାର ଶୁଭାରମ୍ଭ କରି ପ୍ରଥମ କିସ୍ତି ବାବଦ ୯୨୫ କୋଟିରୁ ଅଧିକ ଟଙ୍କା ଚାଷୀଙ୍କ ଆକାଉଣ୍ଟକୁ