କଟକ, ୫/୮: ଭିଜିଲାନ୍ସ ଜାଲରେ ଓଡ଼ିଶା ବ୍ରିଜ ଆଣ୍ଡ କନଷ୍ଟ୍ରକସନ କର୍ପୋରେସନ(ଓବିସିସି)ର ଅତିରିକ୍ତ ମୁଖ୍ୟଯନ୍ତ୍ରୀ ପ୍ରଦୀପ କୁମାର ରଥ। ତାଙ୍କ ୧୨ଟି ଠିକଣାରେ ଭିଜିଲାନ୍ସ ପକ୍ଷରୁ ଚାଲିଛି ଚଢ଼ଉ।ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କ କଟକ ବାରବାଟୀ ଷ୍ଟାଡିୟମରେ ଥିବା କାର୍ଯ୍ୟାଳୟ
Tag "Cuttack"
କଟକ, ୪/୮ : ମହାନଦୀକୁ ଡେଇଁ ପଡ଼ିଲେ ମହିଳା। ଆଉ ତାଙ୍କୁ ସଙ୍ଗେସଙ୍ଗେ ଭରା ନଦୀରୁ ଉଦ୍ଧାର କରି କଟକ ବଡ଼ ମେଡିକାଲ୍ରେ ଭର୍ତ୍ତିକରିଥିଲେ ମତ୍ସ୍ୟଜୀବୀ। ହେଲେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ମୃତ ମହିଳା ହେଲେ କାମିନୀ ସ୍ୱାଇଁ।
କଟକ,୨/୮ : କଟକ ତ୍ରିଶୁଳିଆ ବ୍ରିଜ୍ରୁ ପୁଣି ଜଣେ ଯୁବକ ନିଖୋଜ ହୋଇଯାଇଛନ୍ତି। ଉକ୍ତ ଯୁବକ ଜଣକ ଗୁଜୁରାଟୀ ବ୍ୟବସାୟୀ ତୁଷାର ଭଟ୍ଟ। ସେ ବ୍ରିଜ ଉପରେ କାର ଓ ଚପଲ ଥୋଇ ବ୍ରିଜ ଉପରୁ କାଠଯୋଡି ନଦୀକୁ ଡେଇଁ ଆତ୍ମହତ୍ୟା
କଟକ,୨୦/୭ : ପଦ୍ମଶ୍ରୀ କମଳା ପୂଜାରୀଙ୍କ ପରଲୋକ ଘଟିଛି। ଶନିବାର କଟକ ଏସ୍ସିବିରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୦ ବର୍ଷ ବୟସ ହୋଇଥିଲା।ଗତ ୧୮ ତାରିଖରୁ ଏସ୍ସିବିରେ ଚିକିତ୍ସିତ ହେଉଥିଲେ। କିଡ଼ନୀ ଜନିତ ସମସ୍ୟା
ଆଠଗଡ଼, ୧୮/୭ : ଆଉ ଦିନ କେଇଟା ପରେ ଆରମ୍ଭ ହେବ ଶ୍ରାବଣ ମାସ। ଶୈବପୀଠଗୁଡ଼ିକରେ ଜଳଲାଗି କରିବେ ଶ୍ରଦ୍ଧାଳୁ। ଧବଳେଶ୍ଵରଙ୍କ ପୀଠକୁ ମଧ୍ୟ ଆସିବେ କାଉଡ଼ିଆ।ତେବେ
କଟକ, ୧୭/୭ : କଟକ ଏସସିବି ମେଡ଼ିକାଲ କଲେଜ ଓ ହସ୍ପିଟାଲରେ ନର୍ସିଂ କର୍ମଚାରୀ ଓ ହାଉସ ସର୍ଜନଙ୍କ ମଧ୍ୟରେ ଲାଗିଥିବା ବିବାଦ ଉଗ୍ରରୂପ ନେଇଛି।ଅଧୀକ୍ଷକଙ୍କ ହସ୍ତକ୍ଷେପ
କଟକ,୧୬/୭: କଟକ ଛତ୍ରବଜାର ଅଞ୍ଚଳର ଜଣେ ଯୁବକ ସୋମବାର ରାତିରେ ମହାନଦୀକୁ ଡେଇଁ ନିଖୋଜ ଥିବା ଜଣାପଡିଛି। ହେଲେ ଯୁବକ ଜଣକ କେଉଁ ପରିସ୍ଥିତିରେ ମହାନଦୀକୁ ଡେଇଁଲେ
କଟକ,୧୩/୭: କଟକର ପୁରୀଘାଟ ଥାନା ନିକଟ ଏକ ଘରୋଇ ନର୍ସିଂହୋମ୍ରେ ଶନିବାର ଅପରାହ୍ନରେ ନିଆଁ ଲାଗିଯାଇଛି। ନର୍ସିଂହୋମ୍ର ତୃତୀୟ ମହଲାରେ ଥିବା ଆଇସିୟୁରେ ନିଆଁ ଲାଗିଛି।ଘଟଣାସ୍ଥଳରେ ଅଗ୍ନିଶମ
କଟକ, ୪/୭: ଯାଜପୁର ଜିଲ୍ଲା ଧର୍ମଶାଳାର ବିବାଦୀୟ ବଲ୍ଲେ ବଲ୍ଲେ ଢାବା ସିଲ୍ ଘଟଣାରେ ଅଭିନେତ୍ରୀ ଏଲିନା ଦାସ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଛନ୍ତି। ବିଜେଡି ନେତ୍ରୀ ଶ୍ରୀମତୀ






