ଭୁବନେଶ୍ୱର, ୧୭/୧୧: ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ମିଧିଲି’। ଏହା ଉତ୍ତରପୂର୍ବ ଦିଗକୁ ଘଣ୍ଟାକୁ ୨୦ କିମି ବେଗରେ ଗତି କରୁଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି।ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ବାତ୍ୟା ‘ମିଧିଲି’