ଭୁବନେଶ୍ୱର, ୧୪/୩ : ରାଜ୍ୟ ସରକାରୀ କର୍ମଚାରୀ ପାଇଁ ଖୁସି ଖବର। ବଢ଼ିଲା ମହଙ୍ଗା ଭତ୍ତା। ସେମାନଙ୍କ ମହଙ୍ଗା ଭତ୍ତା ୪% ବୃଦ୍ଧି କରିଛନ୍ତି ରାଜ୍ୟ ସରକାର।୪% ବୃଦ୍ଧି ସହିତ ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୪୬%ରୁ ୫୦%କୁ ବଢ଼ିଛି।