ଭୁବନେଶ୍ୱର,୧୩/୮: ରାଜଧାନୀରେ ଶନିବାର ୮ଟି ଡ୍ୟାନ୍ସ ବାର ଉପରେ ଚଢ଼ାଉ କରିଛି ଅବକାରୀ ବିଭାଗ। ଡ୍ୟାନ୍ସ ବାରଗୁଡ଼ିକ ସମସ୍ତ ନିୟମ ମାନୁଛନ୍ତି କି ନାହିଁ, ତାହା ଯାଞ୍ଚ କରିବା ପାଇଁ ଏହି ଚଢ଼ାଉ କରାଯାଇଥିଲା ବୋଲି କହିଛନ୍ତି ଭୁବନେଶ୍ୱର ଅବକାରୀ ଇନ୍ସପେକ୍ଟର