ନବରଙ୍ଗପୁର, ୨୮/୬ : ବଜ୍ରାଘାତରେ ମା\’ ଓ ଝିଅଙ୍କ ମୃତ୍ୟୁ। ନବରଙ୍ଗପୁର ଜିଲ୍ଲା ରାଇଘର ବ୍ଲକ ମୁଣ୍ଡିବେଡା ଗ୍ରାମପଞ୍ଚାୟତ ଅନ୍ତର୍ଗତ ନିନାଶପାଣୀ ଗ୍ରାମରେ ଘଟିଛି ଏହି ଦୁଃଖଦ ଘଟଣା। ନିଜ ଜମିରେ ଥିବା କୁସୁମ ଗଛରୁ କୁସୁମ କୋଳି ତୋଳୁଥିବା ବେଳେ