ବରଗଡ଼, ୨୦/୧୧: ବରଗଡ଼ ଜିଲାରେ ବୁଧବାରରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ବରଗଡ଼ ନିୟନ୍ତ୍ରିତ ବଜାର କମିଟି ଅଧୀନ କଲାପାଣି ମଣ୍ଡିରୁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ରପାତ୍ର ଏହାର ଶୁଭାରମ୍ଭ କରିଛନ୍ତି। ମନ୍ତ୍ରୀ ପାତ୍ର