ଢେଙ୍କାନାଳ,୬/୫ : ଅଷ୍ଟପ୍ରହରୀ ସାରି ଟାଟାଏସିରେ ଘରକୁ ଫେରୁଥିଲେ। ଅଧା ବାଟରେ ଭାରସାମ୍ୟ ହରାଇ ରାସ୍ତା ତଳକୁ ଓଲଟି ପଡ଼ିଲା ଗାଡ଼ି। ଦୁର୍ଘଟଣାରେ ୨୮ ଜଣ ଆହତ ହୋଇଛନ୍ତି। ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ରେକୁଳା ବ୍ରିଜ ନିକଟରେ ଏହି ଦୁର୍ଘଟଣା
Tag "Dhenkanal"
ଢେଙ୍କନାଳ,୫/୫ : ଢେଙ୍କନାଳ ଜିଲ୍ଲା କଙ୍କଡ଼ାହାଡ଼ ଥାନା ବନ୍ଦାଣିଆ ନିକଟରେ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ ଭାରସାମ୍ୟ ହରାଇ ଗଛରେ ପିଟିହେବାରୁ ୨ଜଣ ବାଇକ୍ ଆରୋହୀଙ୍କର ମୃତ୍ୟୁ ଘଟିଛି। ମୃତକଦ୍ବୟ ହେଲେ ଟାଟାମାଇନସ ଗ୍ରାମ ମଲ୍ଲାର ସାହିର ଦାଦା ଡୁଗୁ

ଢେଙ୍କାନାଳ,୩୦/୪: ଢେଙ୍କାନାଳ ସଦର ରେଞ୍ଜ ଅନ୍ତର୍ଗତ କୁରୁମ ଟାଙ୍ଗର ଗାଁରେ ଆଜି ଭୋର ସମୟରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ହାତୀ ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟ ହୋଇଛି। ମୃତକଙ୍କ ନାଁ ଶ୍ରୀକାନ୍ତ ପରିଡ଼ା।ଶ୍ରୀକାନ୍ତ ଆଜି ଭୋର ସମୟରେ ଗାଁ

ଢେଙ୍କାନାଳ,୨୪/୪ : ମାମୁଘର ଗାଁକୁ ଯାତ୍ରା ଦେଖିବାକୁ ଯାଇଥିବା ବେଳେ କୂଅରେ ପଡ଼ି ଜଣେ ୧୨ ବର୍ଷର ବାଳକଙ୍କ ମୃତ୍ୟୁ ଘଟିଛି। ଏହି ଦୁଃଖଦ ଘଟଣା ଘଟିଛି ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ସରଦେଇପୁର ଗାଁରେ।ମୃତ ବାଳକଙ୍କ ନାଁ ଶୁଭମ ନାୟକ।

ଢେଙ୍କାନାଳ,୯/୪: ଢେଙ୍କାନାଳ ସହରର କାଲଟାକ୍ସ ନିକଟରେ ଏକ ସେକ୍ସ ରାକେଟ ସକ୍ରିୟ ଥିବା ବେଳେ ଶନିବାର ରାତିରେ ଟାଉନ ଥାନା ପୁଲିସ ସେଠାରେ ଚଢ଼ାଉ କରି ଜଣଙ୍କୁ