ଭୁବନେଶ୍ୱର,୯/୮: ଉପରମୁଣ୍ଡରେ ବର୍ଷା ହେବାରୁ ହୀରାକୁଦ ଡ୍ୟାମ୍ରୁ ୧୪ଟି ଗେଟ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି। ଫଳରେ ମହାନଦୀ ଫୁଲି ଚାଲିଛି। ମୁଣ୍ଡୁଳିଠାରେ ୫.୭୮ ଲକ୍ଷ କ୍ୟୁସେକ ବନ୍ୟାଜଳ ପ୍ରବାହିତ ହେଉଛି। ଏନେଇ ୧୦ ଜିଲାର ଜିଲାପାଳଙ୍କୁ ସତର୍କ କରାଇଛନ୍ତି ସ୍ବତନ୍ତ୍ର