ଗଞ୍ଜାମ,୨୧/୮: ଗଞ୍ଜାମ ଜିଲାରେ ମଦ ବିଭୀଷିକା ଦେଖିବାକୁ ମିଳିଛି। ଚିକିଟି ଏନଏସି କେ ନୂଆଗାଁ ଥାନା ମାଉନ୍ଦ ପୁର ଗ୍ରାମରେ ଦେଶୀ ମଦ ପିଇ ୨୩ ଜଣ ଗୁରୁତର ହୋଇଥିଲେ। ମଙ୍ଗଳବାର ବିଳମ୍ବିତ ରାତିରେ ଜଣେ ଗୁରୁତରଙ୍କ ମୃତ ଘଟିଛି। ମୃତ
Tag "Ganjam"
ଗଞ୍ଜାମ, ୧୯/୮ : ନିଶାଗ୍ରସ୍ତ ବେକାର ପୁଅକୁ ଘାରିଲା ବାପାର ପେନସନ୍ ଟଙ୍କା । ମାତ୍ର ବୃଦ୍ଧ ବାପା ଏହାକୁ ବିରୋଧ କରିବାରୁ ପାଲଟିଗଲା ଶତ୍ରୁ। ଦିନେ ଯେଉଁ ବାପା ହାତ ଧରି ଚାଲିବା ଶିଖାଇଥିଲା, ତାକୁ ଅତି ନିର୍ମମ ଭାବେ






