Indus Valley Times

Tag "KANTABANHJI"

ପିଇଓଙ୍କଠାରୁ ୪.୬୪ ଲକ୍ଷ ଟଙ୍କା ଲୁଟ୍, କାଲି ବାଣ୍ଟିଥା’ନ୍ତେ ଭତ୍ତା

    ପିଇଓଙ୍କଠାରୁ ୪.୬୪ ଲକ୍ଷ ଟଙ୍କା ଲୁଟ୍, କାଲି ବାଣ୍ଟିଥା’ନ୍ତେ ଭତ୍ତା

କଣ୍ଟାବାଞ୍ଜି, ୧୯/୩: ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି-ବଙ୍ଗୋମୁଣ୍ଡା ୪୨ ନମ୍ବର ରାଜ୍ୟ ରାଜପଥ ଦନ୍ଦରା ଠାରେ ଦିନ ଦ୍ୱିପ୍ରହରରେ ଚଳନ୍ତା ବାଇକକୁ ଧକ୍କା ଦେଇ ଓ ମାରଣାସ୍ତ୍ର ଦେଖାଇ ଦୁର୍ବୃତ୍ତମାନେ ୪ ଲକ୍ଷ ୬୪ ହଜାର ଟଙ୍କା ଲୁଟି ନେଇଥିବା ଅଭିଯୋଗ ହୋଇଛି।

Read Full Article

କଣ୍ଟାବାଞ୍ଜି ଷ୍ଟେସନରେ ଅଘଟଣ, କୋଇଲା ବୋଝେଇ ଟ୍ରେନ୍‌ରେ ଲାଗିଲା ନିଆଁ

ବଲାଙ୍ଗୀର,୨୧/୧୧ : ବଲାଙ୍ଗୀର କୋଇଲା ବୋଝେଇ ଟ୍ରେନରେ ଲାଗିଲା ନିଆଁ । ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି ରେଲୱେ ଷ୍ଟେସନ ନିକଟରେ ଏକ ଚଳନ୍ତା କୋଇଲା ବୋଝେଇ ଟ୍ରେନରେ ଲାଗିଲା ନିଆଁ ।ରାୟପୁରରୁ ବିଶାଖାପାଟଣା ଯାଉଥିବା ଟ୍ରେନର ଏକ ବଗିରେ ହଠାତ୍ ନିଆଁ

Read Full Article

କୋଶଳ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ କୋଶଳ ମହାବନ୍ଦ, ଗାଡ଼ି ଚଳାଚଳ ସହ ଦୋକାନ ବଜାର ବନ୍ଦ

କଣ୍ଟାବାଞ୍ଜି,୧୮/୧୧: ଆଜି ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ପଶ୍ଚିମ ଓଡ଼ିଶା ବନ୍ଦ। ସ୍ବତନ୍ତ୍ର କୋଶଲ ରାଜ୍ୟ ଦାବି ନେଇ କୋଶଲ ରାଜ୍ୟ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଏହି ମହାବନ୍ଦ ଡାକରା ଦିଆଯାଇଛି।ଏହାର ପ୍ରଭାବ ପଡ଼ିଛି ବଲାଙ୍ଗୀର ଜିଲ୍ଲାର

Read Full Article

ଶ୍ୱଶୁର ଘର ଗାଁରୁ ଜ୍ୱାଇଁର ମୃତଦେହ ଉଦ୍ଧାର; ହତ୍ୟା ଅଭିଯୋଗ

କଣ୍ଟାବାଞ୍ଜି,୧୮/୧୦: ବଲାଙ୍ଗୀର ଜିଲ୍ଲା ବଙ୍ଗୋମୁଣ୍ଡା ଥାନା ମାଳପଡ଼ା ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ବିଦ୍ୟୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି। ମୃତକ ଜଣକ ହେଲେ ଭାଲୁମୁଣ୍ଡା ଗାଁର ବଂଶୀ ଠେଲା। ତେବେ ତାଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇଥିବା

Read Full Article

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031