କୋରାପୁଟ,୧୭/୧୧: ରାଜ୍ୟ ସରକାର ପିଲାମାନଙ୍କୁ ବିଦ୍ୟାଳୟାଭିମୁଖୀ କରିବା ପାଇଁ ପାଣି ପରି ଟଙ୍କା ଖର୍ଚ୍ଚ କରୁଛନ୍ତି। ସେମାନଙ୍କ ପାଇଁ ମଧ୍ୟାହ୍ନଭୋଜନ ବ୍ୟବସ୍ଥାଠାରୁ ଆରମ୍ଭ କରି ୟୁନିଫର୍ମ, ବ୍ୟାଗ୍ ଜୋତା ବି ଯୋଗାଇ ଦେଉଛନ୍ତି।ମାତ୍ର ଏହି ଡ୍ରେସ୍ ଓ ଜୋତା ପିଲାଙ୍କୁ ମିଳିବା
Tag "Koraput district"
କୋରାପୁଟ, ୮/୧୧ : ଲାଞ୍ଚ ନେଉଛନ୍ତି ବୋଲି ଅଭିଯୋଗ ହୋଇଥିଲା। ତେଣୁ ତାଙ୍କୁ ବଦଳି କରାଯାଇଥିଲା। ତଥାପି ସେ ସୁଧୁରିଲେନି। ଆଉ ଆଜି ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଥିବା ଏହି ସରକାରୀ
କୋରାପୁଟ/ନନ୍ଦପୁର,୪/୧୧: ସ୍ବାମୀଙ୍କୁ ନିସ୍ତୁକ ପିଟିଲେ, ଗଛରେ ବାନ୍ଧିଦେଲେ। ସ୍ତ୍ରୀଙ୍କୁ ମଧ୍ୟ ମାଡ଼ ମାରି ଲହୁଲୁହାଣ କରିଦେଲେ।ସ୍ବାମୀଙ୍କ ଆଖି ଆଗରେ ଛଟଛଟ ହୋଇ ପ୍ରାଣ ହରାଇଲେ ସ୍ବାମୀ। ଏଭଳି ବିଭତ୍ସ, ହୃଦୟ ବିଦାରକ, ଛାତି ଥରାଇଦେଲା ଭଳି ଘଟଣା ଘଟିଛି। କୋରାପୁଟ ଜିଲା
ଜୟପୁର,୨୧/୭: ପଦ୍ମଶ୍ରୀ କମଳା ପୂଜାରୀଙ୍କ ଶେଷକୃତ୍ୟ ଗାଁ ପାତ୍ରପୁଟର ଶ୍ମଶାନରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ସମ୍ପନ୍ନ ହୋଇଛି।ତାଙ୍କ ସାନ ପୁଅ ଟଙ୍କଧର ପୂଜାରୀ ମୁଖାଗ୍ନି ଦେଇଛନ୍ତି। ପଞ୍ଚଭୂତରେ ପଦ୍ମଶ୍ରୀ କମଳା ପୂଜାରୀଙ୍କ ପାର୍ଥିବ ଶରୀର ବିଲୀନ ହୋଇଛି।ବିଶିଷ୍ଟ ଜୈବିକ କୃଷିବିତ୍ କମଳା
କୋରାପୁଟ, ୨୭/୩: ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇ ଜଣେ ଯାତ୍ରୀଙ୍କର ମୃତ୍ୟୁ ଘଟିଥିଲା। ଏବେ ମୃତକଙ୍କର ପରିଚୟ ମିଳିଛି। ମୃତକ ହେଲେ ଜୟପୁର ଚିଲିଗୁଡାର ନାରାୟଣ ରଥ।
କୋରାପୁଟ,୪/୮: କୋରାପୁଟ ଜିଲା ଦଶମନ୍ତପୁର ଥାନା ଆଇଆଇସି ଚନ୍ଦ୍ରଭାନୁ ମହାନ୍ତିଙ୍କୁ ନିଲମ୍ବନ କରାଯାଇଛି। ଏକ ଲାଞ୍ଚ ମାମଲାରେ ଗିରଫ ହୋଇଥିବା ଯୋଗୁ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ତାଙ୍କୁ
କୋରାପୁଟ,୨୮/୭: ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଆଉ ଜଣେ ପୁଲିସ କର୍ମଚାରୀ। ଲାଞ୍ଚ ନେଉଥିବା ବେଳେ କୋରାପୁଟ ଜିଲ୍ଲା ଦଶମନ୍ତପୁର ଥାନାର ମହିଳା ଏଏସ୍ଆଇ ଦୀପିକା ହୀରା ଭିଜିଲାନ୍ସ
କୋରାପୁଟ,୨୨/୭: କୋରାପୁଟ କୋଟପାଡ଼ ଥାନା ମାଲଚାମାଲ ଜଙ୍ଗଲରେ ଚଢାଉ ବେଳେ ଅବକାରୀ ବିଭାଗ କର୍ମଚାରୀଙ୍କୁ ଗଞ୍ଜେଇ ମାଫିଆମାନେ ଆକ୍ରମଣ କରିଛନ୍ତି । ମାଫିଆଙ୍କ ଆକ୍ରମଣରେ ଜଣେ କନେଷ୍ଟବଳଙ୍କ
କୋରାପୁଟ,୧୦/୭ : ରାଜ୍ୟର ପୃଥକ ପୃଥକ ସ୍ଥାନରେ ଆଜି ବଜ୍ରପାତରେ ୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଗୋଟିଏ ଘଟଣା
ଝୁମ୍ପୁରା/କୋରାପୁଟ,୨୭/୬: ବାହୁଡ଼ାଯାତ୍ରାରେ ବୁଧବାର ଭିିନ୍ନ ଭିନ୍ନ ସ୍ଥାନରେ ଅଘଟଣ ଘଟିଛି। ରଥଟଣା ସମୟରେ ବିଦ୍ୟୁତ୍ ତାର ଲାଗି ୩ ଜଣଙ୍କର ମୃତ୍ୟୁ ହୋଇଛି। କେନ୍ଦୁଝର ଜିଲ୍ଲା ଝୁମ୍ପୁରା