Indus Valley Times

Tag "lacchmi bus is now the chiefminister bus service"

ରାଜ୍ୟ ପରିବହନ ମନ୍ତ୍ରୀଙ୍କ ବଡ଼ ଘୋଷଣା, ବଦଳିବ ଲକ୍ଷ୍ମୀ ବସ୍ ଯୋଜନାର ନାଁ, ହେବ ମୁଖ୍ୟମନ୍ତ୍ରୀ ବସ୍ ସେବା

    ରାଜ୍ୟ ପରିବହନ ମନ୍ତ୍ରୀଙ୍କ ବଡ଼ ଘୋଷଣା, ବଦଳିବ ଲକ୍ଷ୍ମୀ ବସ୍ ଯୋଜନାର ନାଁ, ହେବ ମୁଖ୍ୟମନ୍ତ୍ରୀ ବସ୍ ସେବା

ଭୁବନେଶ୍ୱର,୨୯/୬: ଲକ୍ଷ୍ମୀ ବସ୍ ନାଁକୁ ନେଇ ବଡ଼ ଅପ୍ଡେଟ ସାମ୍ନାକୁ ଆସିଛି। ଲକ୍ଷ୍ମୀ ବସ୍ ନାଁ ବଦଳିବ ବୋଲି ପରିବହନ ମନ୍ତ୍ରୀ ବିଭୁତି ଜେନା ସୂଚନା ଦେଇଛନ୍ତି। ସେ କହିଛନ୍ତି ଲକ୍ଷ୍ମୀ ବସ୍ ନାଁ ବଦଳାଇ ମୁଖ୍ୟମନ୍ତ୍ରୀ ବସ୍ ସେବା କରାଯିବ।

Read Full Article

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031