ଭୁବନେଶ୍ୱର,୨୪/୫: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ରଟି ଅବପାତରେ ପରିଣତ ହୋଇଛି। କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତଟି ସକ୍ରିୟ ରହିଛି। ଏହା ଉତ୍ତରପୂର୍ବ ଦିଗରେ ଗତି କରୁଛି।ଅବପାତ ବାଂଲାଦେଶ ଖେପୁପରା ଉପକୂଳରୁ ୮୦୦ କିଲୋମିଟର ଦକ୍ଷିଣ-ଦକ୍ଷିଣ ପଶ୍ଚିମ ଓ ପଶ୍ଚିମବଙ୍ଗ