Legatus

Tag "lpg gas cheaper 200r/"

କେନ୍ଦ୍ର ସରକାରଙ୍କ ରାକ୍ଷୀ ଉପହାର, ୨୦୦ ଟଙ୍କା ଶସ୍ତା ହେଲା ଗ୍ୟାସ୍ ସିଲିଣ୍ଡର

    କେନ୍ଦ୍ର ସରକାରଙ୍କ ରାକ୍ଷୀ ଉପହାର, ୨୦୦ ଟଙ୍କା ଶସ୍ତା ହେଲା ଗ୍ୟାସ୍ ସିଲିଣ୍ଡର

ନୂଆଦିଲ୍ଲୀ,୨୯/୮: ମହଙ୍ଗା ମାଡ଼ରେ ଅସ୍ତବ୍ୟସ୍ତ ହୋଇପଡ଼ିଥିବା ଲୋକଙ୍କୁ ଆଶ୍ୱସ୍ତି ଦେବାକୁ କେନ୍ଦ୍ର ସରକାର ଆଜି ବଡ଼ ନିଷ୍ପତ୍ତି ନେଇଛନ୍ତି। ଚଳିତ ବର୍ଷ ଶେଷ ଭାଗରେ ୫ ରାଜ୍ୟରେ ବିଧାନସଭା ନିର୍ବାଚନ ହେବ।ଏହାପୂର୍ବରୁ ଆଜି କେନ୍ଦ୍ର କ୍ୟାବିନେଟ ଲୋକଙ୍କୁ ବଡ଼ ଉପହାର ଦେଇଛନ୍ତି।

Read Full Article

Archives

Calendar

March 2025
M T W T F S S
 12
3456789
10111213141516
17181920212223
24252627282930
31