ପୁରୁଣା ଭୁବନେଶ୍ବର, ୧/୩: ମଙ୍ଗଳବାର ମହାଶିବରାତ୍ରି। ଏଥିପାଇଁ ଚଳଚଞ୍ଚଳ ହୋଇଉଠିଛି ଏକାମ୍ର କ୍ଷେତ୍ର। ଶ୍ରୀଲିଙ୍ଗରାଜଙ୍କ ଜାଗର ଯାତ୍ରା ପାଇଁ ମନ୍ଦିରରେ ପ୍ରସ୍ତୁତି ସରିଛି। ଫୁଲରେ ସଜେଇ ହୋଇଛି ମନ୍ଦିର। ମନ୍ଦିର ଭିତର ଓ ବାହାରକୁ ଅଧିକ ଆକର୍ଷଣୀୟ କରିବା ପାଇଁ ରଙ୍ଗିନ