ଭୁବନେଶ୍ବର,୧୩/୯: ଗଣଶିକ୍ଷା ସଚିବ କିମ୍ବା ବିଜେଡି ସାଙ୍ଗଠନିକ ସମ୍ପାଦକଙ୍କ ଆଶ୍ବାସନା କାମ ଦେଲାନି। ବାରମ୍ବାର ପ୍ରତିଶ୍ରୁତି ଦେଇ ଠକୁଥିବାରୁ ଶିକ୍ଷକ ସଂଘର ନେତାମାନେ ଆଉଏମାନଙ୍କୁ ବିଶ୍ବାସକୁ ନେଇ ନାହାନ୍ତି।ଏଥର ସିଧାସଳଖ ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଛନ୍ତି। ସିଧା ସିଧା କହିଛନ୍ତି ଯେ ଦାବିଗୁଡ଼ିକ