କଟକ,୨୩/୧ : ପବିତ୍ର ନେତାଜୀଙ୍କ ଜନ୍ମ ଜୟନ୍ତୀ ଅବସରରେ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଟକ ଓଡିଆ ବଜାରସ୍ଥିତ ନେତାଜୀଙ୍କ ଜନ୍ମସ୍ଥଳୀରେ ଆୟୋଜିତ ସ୍ଵତନ୍ତ୍ର କାର୍ୟ୍ୟକ୍ରମରେ ଯୋଗ ଦେଇଛନ୍ତି।ନେତାଜୀ ସୁବାଷ ଚନ୍ଦ୍ର ବୋଷଙ୍କ ପ୍ରତିମୂର୍ତ୍ତୀରେ ପୁଷ୍ପ ପ୍ରଦାନ କରି ଶ୍ରଦ୍ଧାଞ୍ଜଳୀ
Tag "netaji jayanti"


ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଓଡ଼ିଶା, ୨୩/୧ : ମାତୃଭୂମିର ସେବା କରିବା ପାଇଁ ଯେଉଁ କେତେଜଣ ଜାତୀୟ ବୀର ଜୀବନକୁ ଉତ୍ସର୍ଗ କରିଥିଲେ ସେମାନଙ୍କ ମଧ୍ୟରେ ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଥିଲେ ଅନ୍ୟତମ । ସମଗ୍ର ଭାରତକୁ ଯେତେବେଳେ ପରାଧୀନତାର