ଭୁବନେଶ୍ବର,୧୮/୨: ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ଘନ କୁହୁଡ଼ି ଲାଗି ରହିବ। ତାହାକୁ ନଜରରେ ରଖି ସ୍ବତନ୍ତ୍ର ରିଲିଫ୍ କମିସନର ୨୪ ଜିଲ୍ଲାକୁ ସତର୍କ କରିଛନ୍ତି। ଯାନବାହନ ଚଳାଚଳ ଉପରେ ଜିଲ୍ଲାପାଳ ଓ ଏସ୍ପି ତୀକ୍ଷ୍ଣ ନଜର ରଖିବାକୁ ପରାମର୍ଶ ଦିଆଯାଇଛି।ପୁରୀ,