ଭୁବନେଶ୍ବର,୨୦/୪: ଲାଞ୍ଚ ନେଇ ପୁଣି ଜଣେ ସରକାରୀ କର୍ମଚାରୀ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଝାରସୁଗୁଡ଼ା ଏନଏଚ୍ ଡିଭିଜନ ସହକାରୀ ନିର୍ବାହୀ ଯନ୍ତ୍ରୀ ସଂଜୁକ୍ତା ସିଂହ ଜଣେ ଠିକାଦାରଙ୍କ ଠାରୁ ୨୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଅତର୍କିତ ଭାବେ