ବଲାଙ୍ଗିର,୫/୭: ନାଇଟ୍ରୋଜେନ୍ ଗ୍ୟାସ୍ ସିଲିଣ୍ଡର ଫାଟି ୩ ଜଣ ଶ୍ରମିକ ଗୁରୁତର ହୋଇଛନ୍ତି। ଏଭଳି ଘଟଣା ଘଟିଛି ବଲାଙ୍ଗିର ଜିଲ୍ଲା ଦେଓଗାଁ ଥାନା ଭୂତିଆରବାହାଲ ଗାଁରେ।ଆହତ ଶ୍ରମିକମାନଙ୍କୁ ବଲାଙ୍ଗିର ଭୀମଭୋଇ ମେଡିକାଲ କଲେଜରେ ଭର୍ତ୍ତି କରାଯାଇଛି। ଜଣେ ଶ୍ରମିକଙ୍କ ଅବସ୍ଥା ଗୁରୁତର