ଭୁବନେଶ୍ବର, ୨୯/୨: ଓଡିଶା ହାଇକୋର୍ଟଙ୍କ ଶ୍ରୀ ଜଗନ୍ନାଥ ମନ୍ଦିର ରତ୍ନଭଣ୍ଡାର ସମ୍ପର୍କିତ ନିର୍ଦ୍ଦେଶ ଅନୁଯାୟୀ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ଅରିଜିତ୍ ପଶାୟତଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ କମିଟି ଗଠନ କରିଛନ୍ତି।ଏହି କମିଟି ରତ୍ନ ଭଣ୍ଡାରରେ ଥିବା