କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୮/୮ : ବୌଦ୍ଧ ଜିଲ୍ଲା ବିଜେପି ମୁଣ୍ଡାପଡା ମଣ୍ଡଳ ସ୍ତରୀୟ ସଦସ୍ୟତା ଅଭିଯାନ ୨୦୨୪, ମୁଣ୍ଡାପଡା କଲ୍ୟାଣ ମଣ୍ଡପ ଠାରେ ମଣ୍ଡଳ ସଭାପତି ଶ୍ରୀ ଯୀଶୁ ପ୍ରଧାନ ଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଥିଲା ।ଆଜିର ଏହି କର୍ମଶାଳା
Tag "Odisha"
ପ୍ରମୋଦ ସାହୁକାରଙ୍କ ରିପୋର୍ଟଚନ୍ଦ୍ରପୁର ତା୨୮/୮: ରାୟଗଡ଼ା ଜିଲ୍ଲା ଚନ୍ଦ୍ରପୁର ମଣ୍ଡଳ ବିଜେପି ସଦସ୍ୟତା ଅଭିଯାନ – ୨୦୨୪ କର୍ମଶାଳା ସ୍ଥାନୀୟ ମା ଝାଲିଆଗୁଡ଼ି କମ୍ୟୁନିଟି ଭବନ ପରିସରରେ ଅନୁଷ୍ଠିତ ହୋଇଯାଇଛି।ମଣ୍ଡଳ ସଭାପତି ପ୍ରିୟରଞ୍ଜନ ସାହୁକାର(ବାପି ) ଅଧ୍ୟକ୍ଷତାରେ ଆୟୋଜିତ ଏହି କର୍ମଶାଳାରେ
ଭୁବନେଶ୍ୱର,୨୮/୮: ବିଧାନସଭାକୁ ମୋବାଇଲ ଓ ପାଣି ବୋତଲ ବ୍ୟବହାରକୁ ମନା। କୌଣସି ବିଧାୟକ ଏବଂ ମନ୍ତ୍ରୀ ବିଧାନସଭା ଭିତରକୁ ମୋବାଇଲ କିମ୍ବା ପାଣି ବୋତଲ ନେଇ ଯାଇପାରିବେ ନାହିଁ । ଏ ନେଇ ରୋକଠୋକ ଶୁଣାଇ ଦେଇଛନ୍ତି ବାଚସ୍ପତି ସୁରମା ପାଢୀ
କଟକ,୨୮/୮ : ବହୁଚର୍ଚ୍ଚିତ ମାହାଙ୍ଗା ଡବଲ ମର୍ଡର ମାମଲାର ଆଜି ଶୁଣାଣି ହୋଇଛି। ମାହାଙ୍ଗା ଡବଲ ମର୍ଡର ମାମଲାରେ ସାଲେପୁର ଏଡିଜେ ୯ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡାଦେଶ
ପ୍ରମୋଦ ସାହୁକାରଙ୍କ ରିପୋର୍ଟଚନ୍ଦ୍ରପୁର, ୨୮/୮ : ଚନ୍ଦ୍ରପୁର ବ୍ଲକ ପଞ୍ଚାୟତ ସମିତି ସଦଭାବନା ସଭା ଗୃହରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଅଛି।ରାୟଗଡା ଜିଲ୍ଲାପାଳ
ପିପିଲି,୨୮/ ୮ : କୁକୁଡା ପରେ ଏବେ ବାର୍ଡ ଫ୍ଲୁ ମଣିଷକୁ ଡେଇଁଥିବା ଆଲୋଚନା ହେଉଛି। ରାଜ୍ୟରେ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଥିବା କୁହାଯାଉଛି। ସମ୍ପୃକ୍ତ ବ୍ୟକ୍ତି
ଭୁବନେଶ୍ୱର,୨୭/୮: ଶାସକ ଦଳର ପ୍ରାର୍ଥୀ ମମତା ମହନ୍ତ ନିର୍ଦ୍ୱନ୍ଦରେ ରାଜ୍ୟସଭାକୁ ନିର୍ବାଚିତ ହୋଇଛନ୍ତି। ରାଜ୍ୟସଭା ଉପନିର୍ବାଚନ ପାଇଁ ସ୍ୱାଧୀନ ପ୍ରାର୍ଥୀ ଭାବେ ନାମାଙ୍କନପତ୍ର ଦାଖଲ କରିଥିବା ଜଗନ୍ନାଥ






