Indus Valley Times

Tag "Odisha"

ମଧୁମିତାଙ୍କ ଡାଏରୀ ଜବତ କଲା ପୁଲିସ

ଭୁବନେଶ୍ୱର,୧/୮: ସାମ୍ବାଦିକା ମଧୁମିତାଙ୍କ ସ୍ବାମୀ ଶ୍ରୀଧର ଜେନାଙ୍କୁ ଦିନିକିଆ ରିମାଣ୍ଡରେ ଆଣି ପଚରାଉଚରା କରୁଛି ପୋଲିସ। ଶ୍ରୀଧରଙ୍କୁ ଧଉଳି ଥାନା ଇନ୍ଦିରା କଲୋନୀସ୍ଥିତ ଭଡ଼ାଘରକୁ ନେଇ ପୋଲିସ୍ ଛାନ୍‌ଭିନ୍ ଚଳାଇଛି। ତେବେଭଡ଼ା ଘରୁ ମଧୁମିତାଙ୍କ ହାତଲେଖା ସୁଇସାଇଡ୍ ନୋଟ୍ ଜବତ ହୋଇଛି।

Read Full Article

ବିଜେପିରେ ଯୋଗଦେଲେ କୁଡୁମୀ ନେତ୍ରୀ ମମତା ମହାନ୍ତ

ଭୁବନେଶ୍ୱର,୧/୮: ଭାଜପାରେ ଯୋଗ ଦେଲେ ମମତା ମହାନ୍ତ। ସେ ଗୁରୁବାର ଦିଲ୍ଲୀରେ ବିଧିବଦ୍ଧ ଭାବେ ପଦ୍ମ ଧରିଛନ୍ତି।ମମତା ବୁଧବାର ବିଜେଡିରୁ ଇସ୍ତଫା ଦେଇଥିଲେ। ବିଜେଡି ସହ ରାଜ୍ୟ ସଭା ଏମ୍‌ପି ପଦରୁ ମଧ୍ୟ ଇସ୍ତଫା ଦେଇଥିଲେ।ମମତା ୨୦୨୦ରେ ରାଜ୍ୟ ସଭାକୁ ବିଜେଡି

Read Full Article

ଏହି ୫ ଜିଲାକୁ ପ୍ରବଳ ବର୍ଷା, ହାଇଆଲର୍ଟ ଜାରି

    ଏହି ୫ ଜିଲାକୁ ପ୍ରବଳ ବର୍ଷା, ହାଇଆଲର୍ଟ ଜାରି

ଭୁବନେଶ୍ୱର,୧/୮:ଝାଡ଼ଖଣ୍ଡ ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳ ଉପରେ ରହିଥିବା ଘୂର୍ଣ୍ଣିବଳୟ ସହ ସକ୍ରିୟ ମୌସୁମୀ ବାୟୁ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା। କେଉଁଠି ଝିପିଝିପି ତ ଆଉ କେଉଁଠି ମୂଷଳଧାରରେ ବର୍ଷୁଛି। ମେଘୁଆ ପାଗ ସାଙ୍ଗକୁ ତୁହାକୁ ତୁହା ଲାଗି

Read Full Article

ପର୍ଯ୍ୟଟକଙ୍କ ପାଇଁ ଖୁସିର ଖବର, ୩ ମାସ ପରେ ଖୋଲିଲା ଭିତରକନିକା ଜାତୀୟ ଉଦ୍ୟାନ

    ପର୍ଯ୍ୟଟକଙ୍କ ପାଇଁ ଖୁସିର ଖବର, ୩ ମାସ ପରେ ଖୋଲିଲା ଭିତରକନିକା ଜାତୀୟ ଉଦ୍ୟାନ

କେନ୍ଦ୍ରାପଡ଼ା,୧/୮ : ଦୀର୍ଘ ତିନି ମାସ ପରେ ଆଜିଠୁ ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଭିତର କନିକା ଜାତୀୟ ଉଦ୍ୟାନ। ବିରଳ ବଉଳା କୁମ୍ଭୀରଙ୍କ ପ୍ରଜନନ ଋତୁ କାରଣରୁ ଭିତରକନିକାକୁ ବନ୍ଦ ରଖାଯାଇଥିଲା।ପର୍ଯ୍ୟଟକମାନଙ୍କୁ ନିଆରା ଅନୁଭୂତି ଦେବାପାଇଁ ଚଳିତବର୍ଷ ଡାଙ୍ଗମାଳ ଠାରେ ୧୫

Read Full Article

ରାଜ୍ୟସଭାରୁ ଇସ୍ତଫା ଦେଲେ ବିଜେଡି ସାଂସଦ ମମତା ମହାନ୍ତ

ଭୁବନେଶ୍ୱର,୩୧/୭: ବିଜୁ ଜନତା ଦଳର ଏମପି ମମତା ମହନ୍ତ ରାଜ୍ୟ ସଭାରୁ ଇସ୍ତଫା ଦେଇଛନ୍ତି। ଏନେଇ ରାଜ୍ୟସଭା ଅଧ୍ୟକ୍ଷ ଜଗଦୀପ ଧନକର ଗୃହରେ ଏହି ସୂଚନା ଦେଇଛନ୍ତି।

Read Full Article

ୱାୟନାଡ ଭୂସ୍ଖଳନରେ ନିଖୋଜ ଥିବା ଡାକ୍ତରଙ୍କ ମିଳିଲା ମୃତଦେହ

ଓଡ଼ିଶା, ୩୧/୭ : କେରଳ ଭୂସ୍ଖଳନରେ ଓଡ଼ିଆ ଡାକ୍ତର ବିଷ୍ଣୁ ପ୍ରସାଦ ଚିନାରାଙ୍କ ମୃତ୍ୟୁ ହୋଇଛି । ଡାକ୍ତର ବିଷ୍ଣୁ ପ୍ରସାଦଙ୍କ ମୃତଦେହ ମିଳିଥିବା ନେଇ ସୂଚନା

Read Full Article

ଟ୍ରାକ୍ଟର ଓଲଟି ଚାପି ହୋଇଗଲେ : ବଡ ବାପା ମୃତ, ପୁତୁରା ଗୁରୁତର

ହାଟଡିହି, ୩୧/୭: ଟ୍ରାକ୍ଟର୍ ଓଲଟି ବଡ଼ବାପା ମୃତ ଏବଂ ପୁତୁରା ଗୁରୁତର। ଏଭଳି ଘଟଣା ଘଟିଛି କେନ୍ଦୁଝର ଜିଲ୍ଲା ହାଟଡିହି ବ୍ଲକ ସୋସୋ ଥାନା ଢେଙ୍କା ପଞ୍ଚାୟତର

Read Full Article

ପଡୋଶୀଙ୍କ ଟାଙ୍ଗିଆ ଚୋଟରେ ବୃଦ୍ଧାଙ୍କ ମୃତ୍ୟୁ, ଆକ୍ରମଣର କାରଣ ଅସ୍ପଷ୍ଟ

କଳାହାଣ୍ଡି, ୩୧/୭: କଳାହାଣ୍ଡି ଜିଲ୍ଲା କୋକସରା ଥାନା ମାଝୀଗୁଡ଼ା ଗାଁରେ ଏକ ହତ୍ୟାକାଣ୍ଡ ଘଟିଥିବା ଜଣାଯାଇଛି। ପଡ଼ୋଶୀଙ୍କ ଟାଙ୍ଗିଆ ଚୋଟରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି। ମୃତକ

Read Full Article

ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ଆଜି ଓ ଆସନ୍ତାକାଲି ଦୁଇ ଦିନ ଯାଏଁ ପ୍ରବଳ ବର୍ଷା

    ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ଆଜି ଓ ଆସନ୍ତାକାଲି ଦୁଇ ଦିନ ଯାଏଁ ପ୍ରବଳ ବର୍ଷା

ଭୁବନେଶ୍ୱର, ୩୧/୭ : ଝାଡ଼ଖଣ୍ଡ ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳ ଉପରେ ରହିଥିବା ଘୂର୍ଣ୍ଣିବଳୟ ସହ ମୌସୁମୀ ଟ୍ରାପ୍ ଲାଇନ୍ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆଜିଠାରୁ

Read Full Article

ବୌଦ୍ଧଜିଲ୍ଲାରେ ମହାନଦୀ ଜଳସ୍ତର ବିପଦ ସଂଙ୍କେତ ତଳେ ପ୍ରବାହିତ

କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୩୧/୭: ବୌଦ୍ଧଜିଲ୍ଲାରେ ମହାନଦୀ ଦୁଇକୂଳ ଖାଇ ପ୍ରବାହିତ ହେଉଥିବା ବେଳେ ବର୍ତ୍ତମାନ ବିପଦ ସଂଙ୍କେତ ତଳେ ପ୍ରବାହିତ ହେଉଥିବା ଜଣାପଡିଛି । ରବିବାର ହୀରାକୁଦ

Read Full Article

Archives

Calendar

September 2026
M T W T F S S
 123456
78910111213
14151617181920
21222324252627
282930