କୋରାପୁଟ/ଜୟପୁର,୨୪/୮: ପଦ୍ମଶ୍ରୀ କମଳା ପୁଜାରୀଙ୍କୁ କଟକ ବଡ଼ ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଛି । ଅଧିକ ଚିକିତ୍ସା ଆବଶ୍ୟକ ପଡୁଥିବାରୁ ଜିଲ୍ଲା ମୁଖ୍ୟ ଚିିତ୍ସାଳୟ ଡାକ୍ତରୀ ଟିମ୍ ଓ ଜିଲ୍ଲା ପ୍ରଶାସନର ନିଷ୍ପତ୍ତି କ୍ରମେ ଏହି ପଦକ୍ଷେପ ନିଆଯାଇଥିବା ଡାକ୍ତର ସୂଚନା ଦେଇଛନ୍ତି