ଭୁବନେଶ୍ବର,୨୦/୫: ରାଜ୍ୟରେ ସ୍ଥାୟୀ ପୁଲିସ ଚୟନ ବୋର୍ଡ ଗଠନ ହେବ। ଏହି ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି। ଏଥିରେ ଅଧ୍ୟକ୍ଷଙ୍କ ସମେତ ଦୁଇ ଜଣ ସଦସ୍ୟ ରହିବେ। ଏତଦ୍ବ୍ୟତୀତ ବୋର୍ଡ ଅଫିସ କାର୍ଯ୍ୟ ପରିଚାଳନା ଦିଗରେ ୨୪ଟି ପ୍ରଶାସନିକ