Indus Valley Times

Tag "PRASANT JAGDEV WAS GRANTED RGULAR BAIL"

ପ୍ରଶାନ୍ତ ଜଗଦ୍ଦେବଙ୍କୁ ମିଳିଲା ଜାମିନ

    ପ୍ରଶାନ୍ତ ଜଗଦ୍ଦେବଙ୍କୁ ମିଳିଲା ଜାମିନ

କଟକ,୧୨/୬: ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ମିଳିଛି ନିୟମିତ ଜାମିନ। ବୁଧବାର ହାଇକୋର୍ଟ ତାଙ୍କୁ ଏହି ଜାମିନ ପ୍ରଦାନ କରିଥିବା ବେଳେ ନିମ୍ନ ଅଦାଲତ ସର୍ତ୍ତ ସ୍ଥିର କରିବେ ବୋଲି କହିଛନ୍ତି।ତେବେ ପୋଲିଂ ବୁଥ୍ରେ ଭଙ୍ଗାରୁଜା ମାମଲାରେ ତାଙ୍କୁ ଗିରଫ କରାଯାଇଥିଲା।

Read Full Article

Archives

Calendar

September 2024
M T W T F S S
 1
2345678
9101112131415
16171819202122
23242526272829
30