ନୂଆଦିଲ୍ଲୀ, ୧୦/୮: ସୁପ୍ରିମକୋର୍ଟର ପରବର୍ତ୍ତୀ ପ୍ରଧାନ ବିଚାରପତି ଭାବେ ନିଯୁକ୍ତ ହୋଇଛନ୍ତି ଡଷ୍ଟିସ୍ ୟୁୟୁ ଲଳିତ। ଏନେଇ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବୁଧବାର(ଅଗଷ୍ଟ୯) ଏକ ନୋଟିସ ଜାରି କରାଯାଇଛି। ଅଗଷ୍ଟ ୨୭ ତାରିଖରୁ ଜଷ୍ଟିସ ଲଳିତଙ୍କର କାର୍ଯ୍ୟକାଳ ଆରମ୍ଭ ହେବ ବୋଲି