Indus Valley Times

Tag "puri chandan yatra incident death toll rises 6"

ପୁରୀ ବାଣ ବିସ୍ଫୋରଣ ଘଟଣାରେ ଆଉ ୨ ଜଣଙ୍କ ମୃତ୍ୟୁ

    ପୁରୀ ବାଣ ବିସ୍ଫୋରଣ ଘଟଣାରେ ଆଉ ୨ ଜଣଙ୍କ ମୃତ୍ୟୁ

ପୁରୀ,୩୧।୫: ପୁରୀ ବାଣ ବିସ୍ଫୋରଣ ଘଟଣାରେ ଆଉ ୨ ଜଣଙ୍କ ମୃତ୍ୟୁ ହୋଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଉ ୨ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ମୃତ୍ୟୁସଂଖ୍ୟା ୬କୁ ବୃଦ୍ଧି ପାଇଛି। ମୃତ୍ୟୁ ନେଇ ସ୍ବତନ୍ତ୍ର ରିଲିଫ କମିଶନର କାର‌୍ୟ୍ୟାଳୟ ପକ୍ଷରୁ ସୂଚନା ଜାରି ହୋଇଛି।

Read Full Article

Archives

Calendar

September 2024
M T W T F S S
 1
2345678
9101112131415
16171819202122
23242526272829
30