ପୁରୀ,୧୦/୭: ଆଜି ହେଉଛି ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ସୁନାବେଶ। ରଥ ଉପରେ ମହଣ ମହଣ ସୁନାରେ ସଜେଇ ହେବେ ଚତୁର୍ଦ୍ଧା ମୂରତି। ପୂର୍ବରୁ ନିର୍ଦ୍ଧାରିତ ହୋଇଥିବା ସମୟ ନିର୍ଘଣ୍ଟ ଅନୁସାରେ ସମସ୍ତ ନୀତିକାନ୍ତି କରାଯାଇ ଠାକୁରଙ୍କ ସୁନାବେଶ କରାଯିବ।ରଥ ଉପରେ ମଙ୍ଗଳ ଆଳତି,
Tag "puri rathyatra"
ପୁରୀ,୯/୭: ଜନ୍ମବେଦୀରେ ସରିଲା ମହାପ୍ରଭୁଙ୍କ ଲୀଳାଖେଳା। ନବଦିନାତ୍ମକ ଯାତ୍ରା କରି ଭକ୍ତଜନଙ୍କୁ ଆଡ଼ପ ମଣ୍ଡପରେ ଦୁର୍ଲଭ ଦର୍ଶନ ଦେଇ ଆଜି ଶ୍ରୀଜିଉ ଫେରିବେ ଶ୍ରୀମନ୍ଦିର।ଭୋର୪ଟାରୁ ଠାକୁରଙ୍କ ନୀତିକାନ୍ତି ଆରମ୍ଭ ହୋଇଥିବା ବେଳେ ମଧ୍ୟାହ୍ନ ୧୨ଟାରେ ପହଣ୍ଡି ସରିବାର ନୀତି ନିର୍ଦ୍ଧାରଣ ହୋଇଛି।
ପୁରୀ, ୩/୭: ଶ୍ରୀଗୁଣ୍ଡିଚା ମନ୍ଦିରରେ ଆଜି ହଜାର ହଜାର ଭକ୍ତ ମହାପ୍ରଭୁଙ୍କୁ ଆଡ଼ପମଣ୍ଡପରେ ଦର୍ଶନ କରିଛନ୍ତି।ଦୀର୍ଘ ୨ ବର୍ଷ ପରେ ଶ୍ରୀଗୁଣ୍ଡିଚା ମନ୍ଦିର ପରିସରରେ ସାଧାରଣଦର୍ଶକମାନେ ପ୍ରବେଶ କରିପାରିଛନ୍ତି। ମହାପ୍ରଭୁଙ୍କ ଦର୍ଶନ ପାଇଁ ଆଜି ଭକ୍ତମାନେ ଘଣ୍ଟା ଘଣ୍ଟା ଧରି ଶରଧାବାଲିରେ
ପୁରୀ, ୧/୭: ଆଜି ହେଉଛି ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା । ରଥଯାତ୍ରା ପାଇଁ ଜନସମୁଦ୍ର ପାଲଟିଛି ଶ୍ରୀକ୍ଷେତ୍ର ପୁରୀ । କୋଭିଡ କଟକଣା କୋହଳ ପରେ ବଡ଼ଦାଣ୍ଡରେ ଭକ୍ତ ଓ ଭଗବାନଙ୍କ ଅପୂର୍ବ ମିଳନ ହୋଇଛି ।ଦୁଇ ବର୍ଷ ପରେ ରଥଯାତ୍ରା
ପୁରୀ, ୧/୭: ଆଜି ହେଉଛି ପବିତ୍ର ଘୋଷଯାତ୍ରା। ସିଂହଦ୍ୱାର ଆଗରେ ଶ୍ରୀଜିଉଙ୍କ ଅପେକ୍ଷାରେ ରହିଛନ୍ତି ତିନି ରଥ, ପଥ ଓ ଭକ୍ତ। ଅନ୍ତ ହେବାକୁ ଯାଉଛି ଭକ୍ତଙ୍କ
ପୁରୀ,୨୮/୬: ରଥଯାତ୍ରାରେ ବଣ୍ଟାଯିବ ୧୦ ଲକ୍ଷ ମାସ୍କ। କରୋନା ସଂକ୍ରମଣ ପୁଣି ଥରେ ମୁଣ୍ଡ ଟେକୁଥିବା ବେଳେ ତଥା ପଜେଟିଭ ହାର ବଢ଼ିବାକୁ ଲକ୍ଷ୍ୟରେ ରଖି ସ୍ୱାସ୍ଥ୍ୟ
ଭୁବନେଶ୍ବର, ୨୭/୬: ରଥଯାତ୍ରା ପାଇଁ ପୁରୀରେ ମାସ୍କ ବାଧ୍ୟତାମୂଳକ କରାଯାଇଛି। ଏହି ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ନିର୍ଦେଶକ ବିଜୟ ମହାପାତ୍ର।ସେ କହିଛନ୍ତି ଯେ ରାଜ୍ୟରେ କୋଭିଡ ସଂକ୍ରମଣ