ଭୁବନେଶ୍ୱର,୬/୮: ଭୁବନେଶ୍ୱର ଉପକଣ୍ଠ ବାଳକାଟି -ପୁରୀ ମୁଖ୍ୟ କେନାଲରେ ଆଜି ଭୋରୁ ୨୦ ଫୁଟର ଘାଇ ସୃଷ୍ଟି ହୋଇଛି। ଘାଇଟି ସାଇଫନ ନିକଟରେ ହୋଇଛି। ଏହାଫଳରେ ବାଳକାଟି ଗ୍ରାମ୍ୟ ଜଙ୍ଗଲ ଏବଂ କଲେଜ ପଡ଼ିଆରେ ପାଣି ପ୍ରବେଶ କରିଛି। ଅଚ୍ୟୁତପୁର ଏବଂ
Tag "Puri"
ପୁରୀ,୨୨/୭: ଲାଂଚ ନେଇ ପଶ୍ଚିମଦ୍ୱାର ପଟେ ଶ୍ରଦ୍ଧାଳୁଙ୍କୁ ଶ୍ରୀମନ୍ଦିର ଭିତରକୁ ଛାଡ଼ିବା ମହଙ୍ଗା ପଡ଼ିଲା। ଏଭଳି ଲଜ୍ଜାଜନକ କାର୍ଯ୍ୟ କରୁଥିବା ଓଏସଏପି ଥାର୍ଡ ବାଟାଲିୟନ କନଷ୍ଟେବଳ ଶୁଭାଶିଷ ଦାସ ସସ୍ପେଣ୍ଡ।ତାଙ୍କୁ ନିଲମ୍ବନ କରିଛନ୍ତି ପୁରୀ ଏସପି। ଏହି ପୁଲିସ କର୍ମଚାରୀ ଜଣକ
ପୁରୀ,୨/୭: ଅସହ୍ୟ ହେଲା ଘରୋଇ ଫାଇନାନ୍ସ କମ୍ପାନୀ କର୍ମଚାରୀଙ୍କ ମାନସିକ ନିର୍ଯାତନା। ଅସମୟରେ ଚଢ଼ା ସୁଧହାରରେ ଲୋନ୍ ନେଇ ଲୋନ୍ ଶୁଝି ପାରି ନ ଥିଲେ ବୃଦ୍ଧ ଦମ୍ପତି।ଫଳରେ ବାରମ୍ବାର ଫାଇନାନ୍ସ କମ୍ପାନୀ କର୍ମଚାରୀଙ୍କ ଦ୍ୱାରା ଲାଞ୍ଚିତ, ଅପମାନିତ ହେବା ସହ
ପୁରୀ,୨/୭: ନବଦିନାମତ୍କ ଘୋଷଯାତ୍ରା ସାରି ମହାପ୍ରଭୁ ଶ୍ରୀଜଗନ୍ନାଥ ଭଉଣୀଭାଇଙ୍କ ସହ ଏବେ ଶ୍ରୀମନ୍ଦିର ରତ୍ନସିଂହାସନରେ ଗୋଟି ପହଣ୍ଡିରେ ବିଜେ କରିଛନ୍ତି। ସ୍ନାନପୂର୍ଣ୍ଣିମାଠାରୁ ଶୂନ୍ୟ ପଡ଼ିଥିବା ଶ୍ରୀମନ୍ଦିର ରତ୍ନବେଦି ମହାପ୍ରଭୁଙ୍କ ବିଜେ ପରେ ପୁଣି ଶ୍ରୀମନ୍ଦିର ପୂର୍ଣ୍ଣ ହୋଇଉଠିଛି। ମହାପ୍ରଭୁ ଶ୍ରୀମନ୍ଦିରକୁ ବିଜେ
ପୁରୀ,୧/୭: ଆଜି ହେୁଉଛି ଶ୍ରୀଜିଉଙ୍କ ରଥଯାତ୍ରାର ଅନ୍ତିମ ପର୍ବ ନୀଳାଦ୍ରି ବିଜେ। ନବଦିନାତ୍ମକ ଲୀଳାଖେଳା ସାରି ରତ୍ନ ସିଂହାସନକୁ ଫେରିବେ ଚତୁର୍ଦ୍ଧାମୂର୍ତ୍ତି। ହେଲେପତ୍ନୀ ମହାଲକ୍ଷ୍ମୀ କିନ୍ତୁ ଅଭିମାନ
ପୁରୀ,୨୮/୬: ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ପବିତ୍ର ବାହୁଡ଼ାଯାତ୍ରା ବୁଧବାର ସନ୍ଧ୍ୟାରେ ଶେଷ ହୋଇଛି। ଭାଇ ବଳଭଦ୍ର ଓ ଭଉଣୀ ସୁଭଦ୍ରାଙ୍କ ସହିତ ରଥାରୁଢ଼ ହୋଇ କାଳିଆ ସାଆନ୍ତ ଜନ୍ମବେଦୀରେ
ପୁରୀ,୨୭/୬ : ଆଡପ ମଣ୍ଡରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ ହେଲା ଶେଷ ଦର୍ଶନ। ମହାପ୍ରଭୁଙ୍କୁ ଆଡପ ମଣ୍ଡପରେ ଦର୍ଶନ କରି ଫେରିବା ବେଳେ ଭକ୍ତଙ୍କ ମୃତ୍ୟୁ ହୋଇଛି। ଆଜି
ପୁରୀ,୨୪/୬: ଆଜି ଶ୍ରୀଜିଉଙ୍କ ଗୁଣ୍ଡିଚା ଯାତ୍ରାର ପଞ୍ଚମ ଦିନରେ ହେବ ହେରାପଞ୍ଚମୀ ନୀତି। ବିଧି ପରମ୍ପରା ଅନୁଯାୟୀ ଆଡପମଣ୍ଡପରେ ବିରାଜିତ ମହାପ୍ରଭୁଙ୍କୁ ଦର୍ଶନ ପାଇଁ ମହାଲକ୍ଷ୍ମୀ ଶ୍ରୀଗୁଣ୍ଡିଚା