ପୁରୀ,୨/୭: ନବଦିନାମତ୍କ ଘୋଷଯାତ୍ରା ସାରି ମହାପ୍ରଭୁ ଶ୍ରୀଜଗନ୍ନାଥ ଭଉଣୀଭାଇଙ୍କ ସହ ଏବେ ଶ୍ରୀମନ୍ଦିର ରତ୍ନସିଂହାସନରେ ଗୋଟି ପହଣ୍ଡିରେ ବିଜେ କରିଛନ୍ତି। ସ୍ନାନପୂର୍ଣ୍ଣିମାଠାରୁ ଶୂନ୍ୟ ପଡ଼ିଥିବା ଶ୍ରୀମନ୍ଦିର ରତ୍ନବେଦି ମହାପ୍ରଭୁଙ୍କ ବିଜେ ପରେ ପୁଣି ଶ୍ରୀମନ୍ଦିର ପୂର୍ଣ୍ଣ ହୋଇଉଠିଛି। ମହାପ୍ରଭୁ ଶ୍ରୀମନ୍ଦିରକୁ ବିଜେ
Tag "Puri"
ପୁରୀ,୧/୭: ଆଜି ହେୁଉଛି ଶ୍ରୀଜିଉଙ୍କ ରଥଯାତ୍ରାର ଅନ୍ତିମ ପର୍ବ ନୀଳାଦ୍ରି ବିଜେ। ନବଦିନାତ୍ମକ ଲୀଳାଖେଳା ସାରି ରତ୍ନ ସିଂହାସନକୁ ଫେରିବେ ଚତୁର୍ଦ୍ଧାମୂର୍ତ୍ତି। ହେଲେପତ୍ନୀ ମହାଲକ୍ଷ୍ମୀ କିନ୍ତୁ ଅଭିମାନ କରିଥିବାରୁ ମହାପ୍ରଭୁଙ୍କୁ ଶ୍ରୀମନ୍ଦିର ଭିତରକୁ ଛାଡ଼ିବେନିା ଏହି ସମୟରେ ସିଂହଦ୍ୱାର ଠାରେ ସ୍ୱତନ୍ତ୍ର
ପୁରୀ,୨୮/୬: ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ପବିତ୍ର ବାହୁଡ଼ାଯାତ୍ରା ବୁଧବାର ସନ୍ଧ୍ୟାରେ ଶେଷ ହୋଇଛି। ଭାଇ ବଳଭଦ୍ର ଓ ଭଉଣୀ ସୁଭଦ୍ରାଙ୍କ ସହିତ ରଥାରୁଢ଼ ହୋଇ କାଳିଆ ସାଆନ୍ତ ଜନ୍ମବେଦୀରେ ଲୀଳାଖେଳା ସାରି ସିଂହଦ୍ବାର ସମ୍ମୁଖରେ ପହଞ୍ଚିଛନ୍ତି। ସିଂହଦ୍ବାର ସମ୍ମୁଖରେ ପ୍ରଥମେ ପ୍ରଭୁ ବଳଭଦ୍ରଙ୍କ
ପୁରୀ,୨୭/୬ : ଆଡପ ମଣ୍ଡରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ ହେଲା ଶେଷ ଦର୍ଶନ। ମହାପ୍ରଭୁଙ୍କୁ ଆଡପ ମଣ୍ଡପରେ ଦର୍ଶନ କରି ଫେରିବା ବେଳେ ଭକ୍ତଙ୍କ ମୃତ୍ୟୁ ହୋଇଛି। ଆଜି
ପୁରୀ,୨୪/୬: ଆଜି ଶ୍ରୀଜିଉଙ୍କ ଗୁଣ୍ଡିଚା ଯାତ୍ରାର ପଞ୍ଚମ ଦିନରେ ହେବ ହେରାପଞ୍ଚମୀ ନୀତି। ବିଧି ପରମ୍ପରା ଅନୁଯାୟୀ ଆଡପମଣ୍ଡପରେ ବିରାଜିତ ମହାପ୍ରଭୁଙ୍କୁ ଦର୍ଶନ ପାଇଁ ମହାଲକ୍ଷ୍ମୀ ଶ୍ରୀଗୁଣ୍ଡିଚା
ପୁରୀ,୨୦/୬: ଆଜି ହେଉଛି ବିଶ୍ବପ୍ରସିଦ୍ଧ ରଥଯାତ୍ରା। ଶୁକ୍ଳପକ୍ଷ ଦ୍ୱିତୀୟା ତିଥିରେ ଘୋଷଯାତ୍ରା ପାଇଁ ରଥ-ପଥ-ଭକ୍ତ ପ୍ରସ୍ତୁତ। ବଡ଼ଦାଣ୍ଡରେ ଭକ୍ତଙ୍କୁ ଦର୍ଶନ ଦେବେ ଶ୍ରୀଜିଉ। ରତ୍ନବେଦୀରୁ ବଡ଼ଦାଣ୍ଡକୁ ଓହ୍ଲାଇବେ
ପୁରୀ,୧୯/୬ : ଅଣସର ପରେ ମହାପ୍ରଭୁଙ୍କ ନବଯୌବନ ଦର୍ଶନ କରୁଛନ୍ତି ଶ୍ରଦ୍ଧାଳୁ । ଏଥିପାଇଁ ଭକ୍ତମାନେ ଲମ୍ବା ଧାଡିରେ ଠିଆହୋଇ ଦକ୍ଷିଣଦ୍ୱାର ଦେଇ ଶ୍ରୀମନ୍ଦିରକୁ ପ୍ରବେଶ କରୁଛନ୍ତି