ପୁରୀ, ୭/୭: ଆଜି ବିଶ୍ବପ୍ରସିଦ୍ଧ ରଥଯାତ୍ରା। ଏଥିଲାଗି ସକାଳୁ ସକାଳୁ ପୁରୀ ବଡ଼ଦାଣ୍ଡ ଲୋକାରଣ୍ୟ ହୋଇପଡ଼ିଛି। ପୁରୀରେ ଆଜି ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି। କେବଳ ଓଡ଼ିଶା କି ଭାରତ ନୁହେଁ, ବରଂ ବିଦେଶରୁ ମଧ୍ୟ ଭକ୍ତଙ୍କ ଆଗମନ ହୋଇଛି ପୁରୀକୁ।
Tag "Puri"
ପୁରୀ, ୬/୭: : କେବେ ଶ୍ରୀମନ୍ଦିରର ରତ୍ନଭଣ୍ଡାର ଖୋଲିବ, ସେନେଇ ନିଷ୍ପତ୍ତି ଆଗାମୀ ୯ ତାରିଖରେ ନିଆଯିବ। ଆଜିର ବୈଠକ ପରେ ଏହି ସୂଚନା ଦେଇଛନ୍ତି ରତ୍ନଭଣ୍ଡାର ଯାଞ୍ଚ କମିଟିର ଅଧ୍ୟକ୍ଷ ଜଷ୍ଟିସ୍ ବିଶ୍ବନାଥ ରଥ।ସେ କହିଛନ୍ତି, ଆଗାମୀ ୯ ତାରିଖରେ
ପୁରୀ,୬/୭: ଆଉ ମାତ୍ର ଦିନକ ପରେ ରଥଯାତ୍ରା। ଏଥିପାଇଁ ସବୁକିଛି ପ୍ରସ୍ତୁତ ସରିଛି। ଏହାପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶରଧାବାଲିରେ ପହଞ୍ଚି ସଫେଇ କରିଛନ୍ତି। ହାତରେ ଝାଡୁ ଧରି ସେ ସଫେଇ କରିଛନ୍ତି।ତାଙ୍କ ସହ ଦୁଇ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ
ପୁରୀ,୨/୭: ରଥଯାତ୍ରା-୨୦୨୪ ପାଇଁ ୨ ଦିନ ସରକାରୀ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଦୁଇଦିନ ରଥଯାତ୍ରା ଅନୁଷ୍ଠିତ ହେବାକୁ ଯାଉଥିବାରୁ ଜୁଲାଇ ୮ ତାରିଖକୁ ଛୁଟି ଘୋଷଣା କରବାକୁ ମୁଖ୍ୟମନ୍ତ୍ରୀ ଅଧିକାରୀମାନଙ୍କୁ ଆଜିର ରଥଯାତ୍ରା ସମନ୍ବୟ ବୈଠକ
ପୁରୀ, ୨/୭:ଆସନ୍ତା ୭ ତାରିଖରେ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ଅନୁଷ୍ଠିତ ହେବାକୁ ଯାଉଛି। ଦୀର୍ଘ ୫୩ ବର୍ଷପରେ ଚଳିତ ବର୍ଷ ଗୋଟିଏ ଦିନରେ ନେତ୍ରଉସତ୍ବ, ନବଯୌବନ ଦର୍ଶନ






