ପୁରୀ, ୨୦/୭: ନିର୍ମାଣାଧୀନ ଘରର ଛାତ ଭୁଶୁଡ଼ିଛି। ଘଟଣାସ୍ଥଳରେ ରାଜମିସ୍ତ୍ରୀଙ୍କ ସମେତ ମୋଟ ୫ ଜଣ ଲୋକ ଚାପି ହୋଇଯାଇଥିଲା ବେଳେ, ସେମାନଙ୍କ ମଧ୍ୟରୁ ୪ ଜଣ ଶ୍ରମିକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ପୁରୀ ସହରରେ ଆଜି ସନ୍ଧ୍ୟାରେ ଏହି
Tag "Puri"
ପୁରୀ,୧୧/୭: ଆଜିଠୁ ଆରମ୍ଭ ହୋଇଛି ମହାପ୍ରଭୁଙ୍କ ଶୟନ ନୀତି। ପରମ୍ପରା ଅନୁଯାୟୀ, ଆଜିଠାରୁ ମହାପ୍ରଭୁ ୪ ମାସ ପର୍ୟ୍ୟନ୍ତ ଶୋଇ ରହିବେ। ଭାଦ୍ରବ ମାସରେ କଡ଼ ଲେଉଟାଇବେ। କାର୍ତ୍ତିକ ମାସ ଶୁକ୍ଲପକ୍ଷ ଏକାଦଶୀ ଦିନ ମହାପ୍ରଭୁ ନିଦରୁ ଉଠିବେ।ଭାଦ୍ରବ ମାସରେ ମହାପ୍ରଭୁଙ୍କ
ପୁରୀ,୧୦/୭: ଆଜି ହେଉଛି ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ସୁନାବେଶ। ରଥ ଉପରେ ମହଣ ମହଣ ସୁନାରେ ସଜେଇ ହେବେ ଚତୁର୍ଦ୍ଧା ମୂରତି। ପୂର୍ବରୁ ନିର୍ଦ୍ଧାରିତ ହୋଇଥିବା ସମୟ ନିର୍ଘଣ୍ଟ ଅନୁସାରେ ସମସ୍ତ ନୀତିକାନ୍ତି କରାଯାଇ ଠାକୁରଙ୍କ ସୁନାବେଶ କରାଯିବ।ରଥ ଉପରେ ମଙ୍ଗଳ ଆଳତି,
ପୁରୀ,୯/୭: ଜନ୍ମବେଦୀରେ ସରିଲା ମହାପ୍ରଭୁଙ୍କ ଲୀଳାଖେଳା। ନବଦିନାତ୍ମକ ଯାତ୍ରା କରି ଭକ୍ତଜନଙ୍କୁ ଆଡ଼ପ ମଣ୍ଡପରେ ଦୁର୍ଲଭ ଦର୍ଶନ ଦେଇ ଆଜି ଶ୍ରୀଜିଉ ଫେରିବେ ଶ୍ରୀମନ୍ଦିର।ଭୋର୪ଟାରୁ ଠାକୁରଙ୍କ ନୀତିକାନ୍ତି ଆରମ୍ଭ ହୋଇଥିବା ବେଳେ ମଧ୍ୟାହ୍ନ ୧୨ଟାରେ ପହଣ୍ଡି ସରିବାର ନୀତି ନିର୍ଦ୍ଧାରଣ ହୋଇଛି।
ପୁରୀ, ୩/୭: ଶ୍ରୀଗୁଣ୍ଡିଚା ମନ୍ଦିରରେ ଆଜି ହଜାର ହଜାର ଭକ୍ତ ମହାପ୍ରଭୁଙ୍କୁ ଆଡ଼ପମଣ୍ଡପରେ ଦର୍ଶନ କରିଛନ୍ତି।ଦୀର୍ଘ ୨ ବର୍ଷ ପରେ ଶ୍ରୀଗୁଣ୍ଡିଚା ମନ୍ଦିର ପରିସରରେ ସାଧାରଣଦର୍ଶକମାନେ ପ୍ରବେଶ
ଭୁବନେଶ୍ବର, ୨୭/୬: ରଥଯାତ୍ରା ପାଇଁ ପୁରୀରେ ମାସ୍କ ବାଧ୍ୟତାମୂଳକ କରାଯାଇଛି। ଏହି ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ନିର୍ଦେଶକ ବିଜୟ ମହାପାତ୍ର।ସେ କହିଛନ୍ତି ଯେ ରାଜ୍ୟରେ କୋଭିଡ ସଂକ୍ରମଣ
ଭୁବନେଶ୍ୱର,୨୭/୬: ଆଜି ଅନବସରର ଚତୁର୍ଦ୍ଦଶୀ ତିଥିରେ ଦତ୍ତମହାପାତ୍ର ସେବାୟତଙ୍କ ଦ୍ୱାରା ଖଡି ପ୍ରସାଦ ବିଜେ ସହ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଘଣ୍ଟ,
ପୁରୀ, ୨୫/୦୬: ସ୍ନାନ ପୂର୍ଣ୍ଣିମାରେ ଅତ୍ୟଧିକ ସ୍ନାନ କରି ଜ୍ବରରେ ପୀଡିତ ଥିବା ମହାପ୍ରଭୁ ଆଜି ସୁସ୍ଥ ହୋଇଛନ୍ତି । ଅନବସରର ଦ୍ୱାଦଶୀ ତିଥିରେ ସ୍ୱତନ୍ତ୍ର ରାଜପ୍ରସାଦ
ପୁରୀ,୨୧/୬: କରୋନା ପାଇଁ ଦୁଇ ବର୍ଷ ହେବ ବିନା ଭକ୍ତରେ ରଥ ଯାତ୍ରା ହେଉଥିଲା। ହେଲେ ଚଳିତ ବର୍ଷ ରଥ ଯାତ୍ରା ଦେଖିବାକୁ ଭକ୍ତମାନଙ୍କୁ ଅନୁମତି ମିଳିଛି।
ପୁରୀ ୨୦/୬: ପୁରୀ ବଡଦାଣ୍ଡରେ ଅଭାବନୀୟ ଘଟଣା । ଭାରସାମ୍ୟ ହରାଇ ଏକ ପିକଅପ୍ ଭ୍ୟାନ୍ ନନ୍ଦିଘୋଷ ରଥ ଆଡକୁ ମାଡିଯାଇଥିଲା ।ଫଳରେ ଦୁଇ ଜଣ ପର୍ଯ୍ୟଟକ