ପୁରୀ,୧/୧୧: ଆସନ୍ତାକାଲି ଅଁଳା ନବମୀ। ଦୁଇ ବର୍ଷ ପରେ ରାଧାପାଦ ଦର୍ଶନ କରିପାରିବେ ଭକ୍ତ। କରୋନା କଟକଣା ହଟିଥିବାରୁ ସାକ୍ଷୀଗୋପାଳରେ ଅଁଳା ନବମୀରେ ଭକ୍ତଙ୍କୁ ରାଧାପାଦ ଦର୍ଶନ କରିବାକୁ ଅନୁମତି ମିଳିଛି। ହେଲେ ରାଧା ପାଦ ସ୍ପର୍ଶ ନେଇ ଶ୍ରଦ୍ଧାଳୁଙ୍କୁ ଅନୁମତି