Indus Valley Times

Tag "reports by sanjaya kumar panigrahi"

ହିନ୍ଦୁ ସୁରକ୍ଷା ମଞ୍ଚ ପକ୍ଷରୁ ବୈଠକ ; ଏସପିଙ୍କୁ ଲିଖିତ ଅଭିଯୋଗ ଦେବା ଉପରେ ଗୁରୁତ୍ୱାରୋପ

ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା,୨୯/୮: ହିନ୍ଦୁ ସୁରକ୍ଷା ମଞ୍ଚର ଆହ୍ବାନରେ ହିନ୍ଦୁ ସମାଜକୁ ଏକତ୍ରୀତ କରି ହିନ୍ଦୁ ସମାଜକୁ ଜାଗ୍ରତ କରିବା ଉଦ୍ଦେଶ୍ୟରେ ସାରଙ୍ଗଗଡଠାରେ ଏକ ବୈଠକ ପୁଣି ଅନୁଷ୍ଠିତ ହୋଇ ଯାଇଛି । ଗତ ୯ ତାରିଖରେ କନ୍ଧମାଳ ଜିଲ୍ଲାପାଳଙ୍କ

Read Full Article

ମହିଳା ଏସଆଇ ଆତ୍ମହତ୍ୟା ମାମଲା: ଥାନା ଅଧିକାରୀଙ୍କ ନିଲମ୍ବନ ଓ ଗିରଫ ଦାବିରେ ଧାରଣା

ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୮/୮: କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଜି. ଉଦୟଗିରି ଥାନାରେ କାର୍ଯ୍ୟରତ ମହିଳା ଏସଆଇ ସ୍ୱାଗତିକା ବେହେରାଙ୍କ ଆତ୍ମହତ୍ୟାକୁ ପାଖାପାଖି ୩୨ଘଣ୍ଟା ରୁ ଉର୍ଦ୍ଧ ସମୟ ବିତି ଯାଇଥିଲେ ମଧ୍ୟ ପରିବାର ଲୋକେ ଶବ

Read Full Article

ବାଲିଗୁଡାରେ “ରାଧାପ୍ରେମ ଲୀଳା” ନାଟକ ମଞ୍ଚସ୍ଥ ପାଇଁ ଆଖଡ଼ା ପ୍ରସ୍ତୁତି ଜୋରସୋରରେ ଚାଲିଛି

    ବାଲିଗୁଡାରେ “ରାଧାପ୍ରେମ ଲୀଳା” ନାଟକ ମଞ୍ଚସ୍ଥ ପାଇଁ ଆଖଡ଼ା ପ୍ରସ୍ତୁତି ଜୋରସୋରରେ ଚାଲିଛି

ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨୮/୮: ଦକ୍ଷିଣ ଓଡିଶାର ପ୍ରସିଦ୍ଧ ଲୋକ ନାଟକ ପାଇଁ ଜୋରସୋର ରେ ଚାଲିଛି ଆଖଡ଼ା । ବର୍ତ୍ତମାନ ଆଧୁନିକ ଯୁଗ ସ୍ପର୍ଶ କରୁଥିବା ବେଳେ ଧୀରେ ଧୀରେ ପୁରାତନ ସଂସ୍କୃତି ପରମ୍ପରା ବିଲୁପ୍ତ ହେବାକୁ ଯାଉଛି ।ଏହି

Read Full Article

ଜି. ଉଦୟଗିରି ଥାନା ଏସଆଇଙ୍କ ଆତ୍ମହତ୍ୟା

ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨୭/୮: କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଜି.ଉଦୟଗିରି ଥାନାର ସବ -ଇନ୍ସପେକଟର ସାଗରିକା ବେହେରା ଶୁକ୍ରବାର ରାତିରେ ନିଜ ସରକାରୀ ବାସଭବନରେ ସିଲିଂ ଫ୍ୟାନରେ ଓଢଣୀ ଲଗାଇ ଆତ୍ମହତ୍ୟା କରିଛନ୍ତି ।ଆତ୍ମହତ୍ୟା ର କାରଣ ଜଣାପଡିନାହିଁ

Read Full Article

କନ୍ଧମାଳ : ପୋଲ ଉପରେ ତିନି ଫୁଟ ପାଣି, ବାଇକ୍ ଆରୋହୀ ଭାସିଗଲେ ଓ ମୃତ ଦେହ ଉଦ୍ଧାର

ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ,୨୫/୮: ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି କ୍ଷ ଏନେଇ ବୁଧବାର ରାତ୍ରରେ ଫୁଲବାଣୀ ସହରରେ ଥିବା ଡାକପାଲା

Read Full Article

ଭାରସାମ୍ୟ ହରାଇ ଅଟୋ ଦୁର୍ଘଟଣା ଗ୍ରସ୍ତ: ୮ ଆହତ

ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା, ୨୪/୮: ସମ୍ପର୍କୀୟଙ୍କ ମୃତ କାର୍ଯ୍ୟରେ ଯୋଗଦେବାକୁ ଯିବା ବେଳେ ଅଘଟଣ ଘଟିଛି । ସମସ୍ତେ ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି

Read Full Article

କନ୍ଧମାଳ : ବିଶ୍ୱ ହିନ୍ଦୁ ପରିଷଦର ପ୍ରତିଷ୍ଠା ଦିବସ ଓ ସ୍ୱାମୀ ଲକ୍ଷ୍ମଣା ନନ୍ଦ ସରସ୍ୱତୀଙ୍କ ଶ୍ରଦ୍ଧାଞ୍ଜଳି ସଭା

ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ,୨୩/୮: କନ୍ଧମାଳ ଜିଲ୍ଲା ଫୁଲବାଣୀ ସଭାଗୃହ ଠାରେ ବିଶ୍ୱ ହିନ୍ଦୁ ପରିଷଦ ର ପ୍ରତିଷ୍ଠା ଦିବସ ତଥା ସ୍ୱାମୀ ଲକ୍ଷ୍ମଣା ନନ୍ଦ ସରସ୍ୱତୀ

Read Full Article

କନ୍ଧମାଳ: ସରକାରୀ ଚୁକ୍ତିଭିତ୍ତିକ କର୍ମଚାରୀଙ୍କ କଳାବ୍ୟାଚ ଆନ୍ଦୋଳନ ଷଷ୍ଠ ଦିନରେ ପହଞ୍ଚିଲା

    କନ୍ଧମାଳ: ସରକାରୀ ଚୁକ୍ତିଭିତ୍ତିକ କର୍ମଚାରୀଙ୍କ କଳାବ୍ୟାଚ ଆନ୍ଦୋଳନ ଷଷ୍ଠ ଦିନରେ ପହଞ୍ଚିଲା

ସଞ୍ଜୟ କୁମାର ପାଣୀଗ୍ରାହୀଙ୍କ ରିପୋର୍ଟକନ୍ଧମାଳ, ୨୨/୮: ଓଡ଼ିଶାରୁ ଚୁକ୍ତି ଭିତ୍ତିକ ନିଯୁକ୍ତି ସମ୍ପୂର୍ଣ୍ଣ ଉଚ୍ଛେଦ ଓ ୬ ବର୍ଷ ଚୁକ୍ତିଭିତ୍ତିକ ଚାକିରି ସମୟକୁ ପଦୋନ୍ନତି, ବର୍ଦ୍ଧିତ ଦରମା,

Read Full Article

କନ୍ଧମାଳର ବିକାଶ ନେଇ କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀଙ୍କୁ ଭେଟି ବିଜେପି କର୍ମକର୍ତ୍ତା ଦାବିପତ୍ର ପ୍ରଦାନ କଲେ

ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ,୨୦/୮: କନ୍ଧମାଳ ଜିଲାର ବିକାଶ ନେଇ ଆଦିବାସୀ ଉନ୍ନୟନ ଓ ଜଳ ସଂପଦ ବିଭାଗର କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁଙ୍କୁ କନ୍ଧମାଳ ବିଜେପିର

Read Full Article

ବାଲିଗୁଡା : ଲଗାଣ ବର୍ଷାରେ ଧୋଇଗଲା ସାମନବାଡ଼ି ପୋଲ ରାସ୍ତା

    ବାଲିଗୁଡା : ଲଗାଣ ବର୍ଷାରେ ଧୋଇଗଲା ସାମନବାଡ଼ି ପୋଲ ରାସ୍ତା

ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୯/୮: ସମଗ୍ର ରାଜ୍ୟରେ ବନ୍ୟା ବିଭୀଷିକା ଲାଗି ରହିଥିବା ବେଳେ ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁଁ କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ

Read Full Article

Archives

Calendar

September 2024
M T W T F S S
 1
2345678
9101112131415
16171819202122
23242526272829
30