ଭୁବନେଶ୍ବର,୧୬/୬: ଆଜି ଶେଷ ରଜ। ଏହାକୁ ବେଶ ଧୂମଧାମରେ ପାଳନ କରୁଛନ୍ତି ଓଡ଼ିଶାବାସୀ। ଚାରିଆଡ଼େ ଉତ୍ସବର ମାହୋଲ ଦେଖିବାକୁ ମିଳୁଥିବା ବେଳେ ପିଠାପଣାର ମହକରେ ବାସି ଉଠୁଛି ପ୍ରତିଟି ଓଡ଼ିଆ ଘର। ଆଜି ରବିବାର ହୋଇଥିବାରୁ ସକାଳୁ ସକାଳୁ ଆମିଷ ମାର୍କେଟରେ