Indus Valley Times

Tag "senior leader bijaya mahapatra suspended from bjp"

ବିଜେପିରୁ ବିଦା ହେଲେ ହେଭିଓ୍ବେଟ୍ ନେତା ବିଜୟ ମହାପାତ୍ର : ଶାରଦା ପ୍ରଧାନ ଓ ରାକେଶ ମଲ୍ଲିକ ବି ବହିଷ୍କୃତ

    ବିଜେପିରୁ ବିଦା ହେଲେ ହେଭିଓ୍ବେଟ୍ ନେତା ବିଜୟ ମହାପାତ୍ର : ଶାରଦା ପ୍ରଧାନ ଓ ରାକେଶ ମଲ୍ଲିକ ବି ବହିଷ୍କୃତ

ଭୁବନେଶ୍ବର, ୧୭/୫: ବରିଷ୍ଠ ନେତା ବିଜୟ ମହାପାତ୍ର ଭାରତୀୟ ଜନତା ପାର୍ଟି (ବିଜେପି)ରୁ ବହିଷ୍କୃତ ହୋଇଛନ୍ତି। ଦଳ ବିରୋଧୀ କାର୍ଯ୍ୟ ଓ ଅନୁଶାସନ ଭଙ୍ଗ ଅଭିଯୋଗରେ ବିଜୟଙ୍କୁ ବିଜେପି ବହିଷ୍କାର କରିଛି। ବିଜୟ ମହାପାତ୍ର ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଥିଲେ।

Read Full Article

Archives

Calendar

September 2024
M T W T F S S
 1
2345678
9101112131415
16171819202122
23242526272829
30