ପୁରୀ,୨୧/୨: ଶ୍ରୀଜିଉଙ୍କ ଦର୍ଶନ ପାଇଁ ହଟିଲା କୋଭିଡ୍ କଟକଣା। ଶ୍ରୀମନ୍ଦିରରେ ପ୍ରବେଶ ପାଇଁ ଭକ୍ତଙ୍କୁ ଆଉ ଦେଖାଇବାକୁ ପଡ଼ିବନି କୋଭିଡ୍ ଟିକାର ପ୍ରମାଣପତ୍ର।ତା’ ସହ ଶ୍ରଦ୍ଧାଳୁଙ୍କୁ କିଓସ୍କରେ ଧାଡ଼ିରେ ମଧ୍ୟ ଛିଡ଼ା ହେବାକୁ ପଡିବନି। କିଅସ୍କ ହଟିବା ପରେ ଶ୍ରଦ୍ଧାଳୁଙ୍କୁ ଆଉ