ଭୁବନେଶ୍ୱର,୧୬/୮: ମଙ୍ଗଳବାର ସନ୍ଧ୍ୟାରେ ମୁଣ୍ଡଳିରେ ସର୍ବାଧିକ ବନ୍ୟାଜଳ ପ୍ରବାହିତ ହେବ। ତେଣୁ ନଦୀ ବନ୍ଧକୁ ଜଗିବା ଜରୁରୀ । ଆଗାମୀ ୪୮ ଘଣ୍ଟା ଆମ ସମସ୍ତଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି କହିଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର (ଏସଆରସି) ପ୍ରଦୀପ ଜେନା।ଏସ୍ଆର୍ସି