ଭୁବନେଶ୍ୱର,୨୯/୫(ବ୍ୟୁରୋ): ସୋମବାର ଲୋକସେବା ଭବନରେ ବସିଥିବା ରାଜ୍ୟ କ୍ୟାବିନେଟ ବୈଠକରେ ୧୮ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ଏହି ବୈଠକରେ ‘ମୋ ଘର’ ଯୋଜନାକୁ କ୍ୟାବିନେଟ୍ ମଞ୍ଜୁରୀ ମିଳିଛି।ଯୋଜନାରେ ଗ୍ରାମୀଣ ଲୋକଙ୍କୁ ଘର ତିଆରି