ରାୟଗଡ଼ା,୨୯/.୯: ଜନସ୍ବାସ୍ଥ୍ୟ ବିଭାଗରେ କିପରି ଚାଲିଛି ଲାଞ୍ଚ କାରବାର ଆଜି ତାହା ପଦାରେ ପଡିଛି। ଏହି ବିଭାଗର ଏଷ୍ଟିମେଟର ରମାକାନ୍ତ ମଲ୍ଲିକ ଲାଞ୍ଚ ନଦେଲେ କୌଣସି ଫାଇଲକୁ ଗ୍ରହଣ କରନ୍ତି ନାହିଁ। ବାରମ୍ବାର ଏନେଇ ଅଭିଯୋଗ ହେଉଥିଲେ ମଧ୍ୟ ବାବୁଙ୍କ ନାମରେ
Tag "Vigilance raid"
ନିମାପଡ଼ା,୮/୯: ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଓଡ଼ିଶା ରାଜ୍ୟ ପଣ୍ୟାଗାର ନିଗମ (Odisha State Warehousing Corporation)ର ନିମାପଡ଼ା ସ୍ଥିତ ଗୋଦାମର ଅଧୀକ୍ଷକ ଦେବୀପ୍ରସାଦ ମହାନ୍ତି। ତାଙ୍କ ଠାରୁ ନଗଦ ୪ ଲକ୍ଷ ୫୩ ହଜାର ୬୧୦ ଟଙ୍କା ଜବତ କରାଯାଇଥିବା ବେଳେ
ରାୟଗଡା,୨୪/୮: ରାୟଗଡ଼ା ବନଖଣ୍ଡ ଅଧିକାରୀ(ଡିଏଫଓ) ବିଜୟ କୁମାର ପରିଡ଼ାଙ୍କ ରାୟଗଡା ଗାନ୍ଧିନଗର ସ୍ଥିତ ସରକାରୀ ବାସଭବନ ସମେତ ୭ଟି ସ୍ଥାନରେ ଆଜି ଭିଜିଲାନ୍ସ ଚଢ଼ାଉ ହୋଇଛି। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଏହି ଚଢାଉ କରିଛି । ରାୟଗଡ଼ା
କୋରାପୁଟ,୨୮/୭: ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଆଉ ଜଣେ ପୁଲିସ କର୍ମଚାରୀ। ଲାଞ୍ଚ ନେଉଥିବା ବେଳେ କୋରାପୁଟ ଜିଲ୍ଲା ଦଶମନ୍ତପୁର ଥାନାର ମହିଳା ଏଏସ୍ଆଇ ଦୀପିକା ହୀରା ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସେ ୮ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଛନ୍ତି।
ମାଲକାନଗିରି,୫/୭ : ଭିଜିଲାନ୍ସ ଜାଲରେ ଛନ୍ଦି ହୋଇ ପଡ଼ିଛନ୍ତି ରାଜସ୍ବ ନିରୀକ୍ଷକ। ୨୫ ହଜାର ଟଙ୍କା ଲାଞ୍ଚ ନେଇଥିବା ଅଭିଯୋଗରେ ରାଜସ୍ବ ନିରୀକ୍ଷକଙ୍କୁ ମାଡି ବସିଲା ଭିଜିଲାନ୍ସ।
ଦିଗପହଣ୍ଡି,୨୭/୬: ପୁଣି ଭିଜିଲାନ୍ସ ଜାଲରେ ଆଉଜଣେ ସରକାରୀ ବାବୁ। ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଫରେଷ୍ଟ ରେଞ୍ଜର କାହ୍ନୁ ଚରଣ ପଟ୍ଟନାୟକଙ୍କ ଦିଗପହଣ୍ଡି ସରକାରୀ କାର୍ୟ୍ୟାଳୟ, ସରକାରୀ ବାସଭବନ
ଭୁବନେଶ୍ବର,୨୪/୬: ନବରଙ୍ଗପୁର ଅତିରିକ୍ତ ଉପଜିଲ୍ଲାପାଳ ପ୍ରଶାନ୍ତ କୁମାର ରାଉତଙ୍କୁ ଗିରଫ କଲା ଭିଜିଲାନ୍ସ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଛି। ଆଜି ତାଙ୍କୁ
ଭୁବନେଶ୍ୱର,୧୬/୬: ଆୟ ବହିର୍ଭୂତ ସଂପତ୍ତି ଠୁଳ କରିଥିବା ଅଭିଯୋଗରେ ଆଜି ନୟାଗଡ଼ର ପୂର୍ବତନ ଯୋଗାଣ ଅଧିକାରୀ (ଏବେ ନିଲମ୍ବିତ ହୋଇ ରହିଛନ୍ତି) ବ୍ରଜେନ୍ଦ୍ର କୁମାର ନାୟକଙ୍କ ଘରେ