ଅପରାହ୍ଣରେ ପୁରୀ ସ୍ୱର୍ଗଦ୍ୱାରରେ ହେବ ପ୍ରଦୀପ ମହାରଥୀଙ୍କ ଶେଷକୃତ୍ୟ ସମ୍ପନ୍ନ
October 04
09:59
2020
ଭୁବନେଶ୍ୱର,୪/୧୦ : ପିପିଲି ବିଧାୟକ ପ୍ରଦୀପ ମହାରଥୀଙ୍କ ଶନିବାର ଦିନ ବିଳମ୍ବିତ ରାତିରେ ପରଲୋକ ହୋଇଯାଇଛି। ରବିବାର ଦିନ ଅପରାହ୍ଣରେ ପୁରୀ ସ୍ୱର୍ଗଦ୍ୱାରରେ ପ୍ରଦୀପ ମହାରଥୀଙ୍କ ଶେଷକୃତ୍ୟ ସମ୍ପନ୍ନ ହେବ ବୋଲି ସୂଚନା ମିଳିଛି।