Indus Valley Times

ଅର୍ଡର ଦେବାର ୪୮ ଘଣ୍ଟା ମଧ୍ୟରେ ଘରେ ପହଞ୍ଚିବ ଗ୍ୟାସ

 Breaking News

ଅର୍ଡର ଦେବାର ୪୮ ଘଣ୍ଟା ମଧ୍ୟରେ ଘରେ ପହଞ୍ଚିବ ଗ୍ୟାସ

ଅର୍ଡର ଦେବାର ୪୮ ଘଣ୍ଟା ମଧ୍ୟରେ ଘରେ ପହଞ୍ଚିବ ଗ୍ୟାସ
July 16
17:18 2024

ଭୁବନେଶ୍ୱର,୧୬/୭: ପେଟ୍ରୋଲ, ଡିଜେଲ ଓ ଏଲପିଜି ଡିଲର୍ ସଂଘ ସହ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ମଙ୍ଗଳବାର ଏକ ବୈଠକ କରିଛନ୍ତି।
ବୈଠକ ପରେ ମନ୍ତ୍ରୀ କହିଛନ୍ତି, ଗ୍ୟାସ ଅର୍ଡରର ୪୮ ଘଣ୍ଟା ମଧ୍ୟରେ ଘରେ ସିଲିଣ୍ଡର ପହଞ୍ଚିବା ଦରକାର। ଧାର୍ଯ୍ୟ ସମୟ ସୀମାରେ ଖାଉଟିଙ୍କ ପାଖରେ ଗ୍ୟାସ ନ ପହଞ୍ଚିଲେ ବିତରଣକାରୀ ସଂସ୍ଥା ବା ଡିଲରଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ହେବ । ପେଟ୍ରୋଲ, ଡିଜେଲ ମାନରେ କୌଣସି ସାଲିସ କରାଯିବନି। ଅପମିଶ୍ରଣ ଯାଞ୍ଚ କରାଯିବ, ହେଉଥିଲେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ମନ୍ତ୍ରୀ କହିଛନ୍ତି।

About Author

indadmin

indadmin

Related Articles

Archives

Calendar

August 2026
M T W T F S S
 12
3456789
10111213141516
17181920212223
24252627282930
31