Indus Valley Times

ଆରମ୍ଭ ହେବ ଜୟଦେବ ବିହାରରୁ ନନ୍ଦନ କାନନ ଯାଏଁ ଫ୍ଲାଏ ଓଭର: ଆଇନମନ୍ତ୍ରୀ

 Breaking News

ଆରମ୍ଭ ହେବ ଜୟଦେବ ବିହାରରୁ ନନ୍ଦନ କାନନ ଯାଏଁ ଫ୍ଲାଏ ଓଭର: ଆଇନମନ୍ତ୍ରୀ

ଆରମ୍ଭ ହେବ ଜୟଦେବ ବିହାରରୁ ନନ୍ଦନ କାନନ ଯାଏଁ ଫ୍ଲାଏ ଓଭର: ଆଇନମନ୍ତ୍ରୀ
February 11
17:38 2025

ଭୁବନେଶ୍ବର, ୧୧/୨: ରାଜଧାନୀରେ ଏକ ଫ୍ଲାଏ ଓଭର କାମ ଆମ୍ଭ ହେବ। ଜୟଦେବ ବିହାରରୁ ନନ୍ଦନକାନନ ପର୍ଯ୍ୟନ୍ତ ଫ୍ଲାଏ ଓଭର କାର୍ଯ୍ୟ ଖୁବଶୀଘ୍ର ଆରମ୍ଭ ହେବ। ଏନେଇ ସୂଚନା ଦେଇଛନ୍ତି ପୂର୍ତ୍ତ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ।
ସେ କହିଛନ୍ତି, ସରକାର ଏହି ପ୍ରକଳ୍ପକୁ ଅନୁମତି ଦେଇ ସାରିଛନ୍ତି। ଖୁବଶୀଘ୍ର ଟେକ୍ନିକାଲ କାର୍ଯ୍ୟ ଆରମ୍ଭ ହେବ। ଜୟଦେବ ବିହାରରେ ଜାତୀୟ ରାଜପଥର ଯେଉଁ ଫ୍ଲାଏ ଓଭର ରହିଛି ତାକୁ ସଂଯୋଗ କରି ସେ ଫ୍ଲାଏ ଓଭର ନନ୍ଦନ କାନନ ପର୍ଯ୍ୟନ୍ତ ଯିବ। ମଝିରେ ମଝିରେ ଯେଉଁଠି ବଡ଼ ବଡ଼ ଛକ ଅଛି ସେଠି ଏସକେପ ୱେ ରହିବ । ଯେଉଁମାନେ ଉପରେ ଯାତାୟାତ କରୁଥିବେ ସେମାନଙ୍କ ପାଇଁ ତଳକୁ ଓହ୍ଲାଇବା ପାଇଁ କୌଣସି ଅସୁବିଧା ହେବ ନାହିଁ ।
ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି, ସରକାର ଏହି ପ୍ରକଳ୍ପକୁ ଅନୁମତି ଦେଇ ସାରିଛନ୍ତି। ଖୁବଶୀଘ୍ର ଟେକ୍ନିକାଲ କାର୍ଯ୍ୟ ଆରମ୍ଭ ହେବ।
ଜୟଦେବ ବିହାରରେ ଜାତୀୟ ରାଜପଥର ଯେଉଁ ଫ୍ଲାଏ ଓଭର ରହିଛି ତାକୁ ସଂଯୋଗ କରି ସେ ଫ୍ଲାଏ ଓଭର ନନ୍ଦନ କାନନ ପର୍ଯ୍ୟନ୍ତ ଯିବ। ମଝିରେ ମଝିରେ ଯେଉଁଠି ବଡ଼ ବଡ଼ ଛକ ଅଛି ସେଠି ଏସକେପ ୱେ ରହିବ ।
ଯେଉଁମାନେ ଉପରେ ଯାତାୟାତ କରୁଥିବେ ସେମାନଙ୍କ ପାଇଁ ତଳକୁ ଓହ୍ଲାଇବା ପାଇଁ କୌଣସି ଅସୁବିଧା ହେବ ନାହିଁ ।ସବୁ ଦୃଷ୍ଟିକୁ ଆଖି ଆଗରେ ରଖି ଯୋଜନା କରାଯାଇଛି।
ସେଠି ଯେଉଁ ରାସ୍ତା ତଳେ ଚାଲିଛି ଚାଲିବ ତାହା ସହ ଉପରେ ମଧ୍ୟ ୪ ଲେନ ରାସ୍ତା ନିର୍ମାଣ ହେବ। ଏଇ ରାସ୍ତା ଆଗାମୀ ଦିନରେ ଭୁବନେଶ୍ୱରର ଲାଇଫ ଲାଇନ ହେବ। ଆମେ ଆଶା ରଖିଛୁ ୨୦୨୭-୨୮ ସୁଦ୍ଧା ଏହି ପ୍ରକଳ୍ପରୁ ବଡ଼ ଭାଗ ଆମେ ଶେଷ କରି ଦେଇଥିବୁ। ସେହି ଯୋଜନା ନେଇ କାର୍ଯ୍ୟ କରାଯାଉଛି।
ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଆହୁରି କହିଛନ୍ତି, ସବୁ ଦୃଷ୍ଟିକୁ ଆଖି ଆଗରେ ରଖି ଯୋଜନା କରାଯାଇଛି। ସେଠି ଯେଉଁ ରାସ୍ତା ତଳେ ଚାଲିଛି ଚାଲିବ ତାହା ସହ ଉପରେ ମଧ୍ୟ ୪ ଲେନ ରାସ୍ତା ନିର୍ମାଣ ହେବ। ଏଇ ରାସ୍ତା ଆଗାମୀ ଦିନରେ ଭୁବନେଶ୍ୱରର ଲାଇଫ ଲାଇନ ହେବ। ଆମେ ଆଶା ରଖିଛୁ ୨୦୨୭-୨୮ ସୁଦ୍ଧା ଏହି ପ୍ରକଳ୍ପରୁ ବଡ଼ ଭାଗ ଆମେ ଶେଷ କରି ଦେଇଥିବୁ। ସେହି ଯୋଜନା ନେଇ କାର‌୍ୟ୍ୟ କରାଯାଉଛି।

About Author

indadmin

indadmin

Related Articles

Archives

Calendar

June 2026
M T W T F S S
1234567
891011121314
15161718192021
22232425262728
2930