Legatus

ଆହୁରି ୫ ଦିନ ଜାଳିବ, ୭ରୁ କମିବ ତାତି!

 Breaking News

ଆହୁରି ୫ ଦିନ ଜାଳିବ, ୭ରୁ କମିବ ତାତି!

ଆହୁରି ୫ ଦିନ ଜାଳିବ, ୭ରୁ କମିବ ତାତି!
May 01
12:05 2024

ଭୁବନେଶ୍ବର, ୧/୫: ତାତିରୁ ନାହିଁ ନିସ୍ତାର, ଆହୁରି ଦୁଇରୁ ତିନି ଦିନ ଯାଏ ରହିବ ହିଟ୍ ଓ୍ଵେଭର ପ୍ରଭାବ। ଏନେଇ ସୂଚନା ଦେଇଛନ୍ତି ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦେଶିକା ମନୋରମା ମହାନ୍ତି।
ସେ କହିଛନ୍ତି, ଆଜି ବି ରାଜଧାନୀ ଭୁବନେଶ୍ଵରର ତାପମାତ୍ରା ୪୫ ଡିଗ୍ରି ଟପିବା ଆଶଙ୍କା ରହିଛି। ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ନେଇ ଟ୍ଵିନ ସିଟି ସହ ବୌଦ୍ଧ, ଢେଙ୍କାନାଳ, ବାଲେଶ୍ବର, ଭଦ୍ରକ, ମୟୁରଭଞ୍ଜ, ସୁନ୍ଦରଗଡ଼ ଜିଲ୍ଲାକୁ ଆଲର୍ଟ କରାଯାଇଛି।
ଦୁଇ ଦିନ ପରେ ତାପମାତ୍ରା ୨ରୁ ୩ ଡିଗ୍ରି ଯାଏ ହ୍ରାସ ପାଇବା ସମ୍ଭାବନା ରହିଥିବା ବେଳେ ୬,୭ ତାରିଖ ବେଳକୁ କାଳବୈଶାଖୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବା ନେଇ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି। ଫଳରେ ତାତିରୁ ତ୍ରାହି ମିଳିପାରେ।

About Author

indadmin

indadmin

Related Articles

Archives

Calendar

March 2025
M T W T F S S
 12
3456789
10111213141516
17181920212223
24252627282930
31