Indus Valley Times

ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର

 Breaking News

ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର

ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର
October 02
16:58 2024

ଭୁବନେଶ୍ୱର,୨/୧୦ : ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ। ଦକ୍ଷିଣ ପୂର୍ବ ବାଂଲାଦେଶ ଉପରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ।
କ୍ରମଶଃ ଏହା ପଶ୍ଚିମ ଉତ୍ତର ପଶ୍ଚିମ ଦିଗକୁ ଗତି କରି ଉତ୍ତର ବଙ୍ଗୋପସାଗର ନିକଟସ୍ଥ ପଶ୍ଚିମବଙ୍ଗ ଏବଂ ଓଡ଼ିଶା ଉପକୂଳ ନିକଟରେ ଲଘୁଚାପର ରୂପ ନେବ। ହେଲେ ଏହା ଅଧିକ ଘନୀଭୂତ ଆଶଙ୍କା କମ୍।
ଏହା କେବଳ ଲଘୁଚାପ ହୋଇ ଉପକୂଳ ଅତିକ୍ରମ କରିବ। ବର୍ତ୍ତମାନ ଏହାକୁ ନେଇ କୌଣସି ବାତ୍ୟା ଭୟ ନଥିବା କହିଛନ୍ତି ଭାରତୀୟ ପାଣିପାଗ ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର।
ଏହାର ପ୍ରଭାବରେ ୪ ତାରିଖ ବେଳକୁ ଉତ୍ତର ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି। ୪ ତାରିଖ ପରେ ଉତ୍ତର ଓଡ଼ିଶା ଓ ଏହାର ପାର୍ଶ୍ଵବର୍ତ୍ତୀ ଜିଲ୍ଲାରେ ବର୍ଷାର ପରିମାଣ ବଢିବ।

About Author

indadmin

indadmin

Related Articles

Archives

Calendar

June 2026
M T W T F S S
1234567
891011121314
15161718192021
22232425262728
2930